ଜୟପୁର: ରାଜସ୍ଥାନର ପାଲୁ ଥାନା ଅନ୍ତର୍ଗତ ବିଶ୍ରାସର ଜାତୀୟ ରାଜପଥରେ କାର- ଟ୍ରକ ମୁହାଁମୁହିଁ ଧକ୍କାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତରଙ୍କୁ ବିକାନେର ହସ୍ପିଟାଲକୁ ସଥାନାନ୍ତର କରାୟାଇଛି । ଏକ କାରରେ ୬ ଜଣ ବ୍ୟକ୍ତି ଆସୁଥିବା ବେଳେ ବୀପରିତ ଦିଗରୁ ଇଟା ବୋଝେଇ ଟ୍ରକ ସହ ସେମାନଙ୍କ ଧକ୍କା ହୋଇଥିଲା । କାରରେ ଥିବା ୬ ଜଣଙ୍କ ମଧ୍ୟରୁ ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଥିଲା। ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାକୁ ବିକାନେର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାପରେ ଟ୍ରକର ଡ୍ରାଇଭର ଫେରାର ମାରିଛି। ପଲ୍ଲୁ ଥାନା ପୁଲିସ ଟ୍ରକ ଜବତ କରିବା ସହ ଛାନଭିନ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
National
ଘର ଲୋକ କେତେ ଭଲ ପାଆନ୍ତି? ନିଜକୁ ନିଜେ ଅପହରଣ କରି ବନ୍ଧା ହେଲା ଯୁବକ
ଡିସେମ୍ବର ୨୦ରେ ପୁଲିସ୍ର ୧୧୨ ହେଲ ନମ୍ବରକୁ ଗୋଟିଏ ଫୋନ କଲ ଆସିବା ପରେ ପୂରା କାହାଣୀ ଆରମ୍ଭ ହୋଇଥିଲା।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।