ଗଙ୍ଗା ନଦୀରେ ଓଲଟିଲା ଡଙ୍ଗା, ୨ ମୃତ

ଲକ୍ଷ୍ନୌ: ନଦୀ ପାର୍‌ ବେଳେ ଅଘଟଣ। ଗଙ୍ଗା ନଦୀରେ ଓଲଟିଲା ଯାତ୍ରୀବାହୀ ଡଙ୍ଗା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ନିଖୋଜ ଅଛନ୍ତି। ଉତ୍ତରପ୍ରଦେଶର ଗାଜିପୁର୍‌ରେ ଏହି ଦୁର୍ଘଟଣା ଘଟିଛି। ପ୍ରବଳ ବର୍ଷା ପରେ ରେବତୀପୁର ଥାନା ସ୍ଥିତ ଅଠହଠା ଗାଁରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଏଠାରୁ ଗାଁ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନ ପକ୍ଷରୁ ଇଞ୍ଜିନ ଚାଳିତ ଡଙ୍ଗା ଯୋଗାଇ ଦିଆଯାଇଛି। ତେବେ ଏହି ଡଙ୍ଗା […]

Boat capsizes

Boat capsizes

Madhupriya Mistry
  • Published: Thursday, 01 September 2022
  • Updated: 01 September 2022, 12:10 PM IST

Sports

Latest News

ଲକ୍ଷ୍ନୌ: ନଦୀ ପାର୍‌ ବେଳେ ଅଘଟଣ। ଗଙ୍ଗା ନଦୀରେ ଓଲଟିଲା ଯାତ୍ରୀବାହୀ ଡଙ୍ଗା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ନିଖୋଜ ଅଛନ୍ତି। ଉତ୍ତରପ୍ରଦେଶର ଗାଜିପୁର୍‌ରେ ଏହି ଦୁର୍ଘଟଣା ଘଟିଛି।

ପ୍ରବଳ ବର୍ଷା ପରେ ରେବତୀପୁର ଥାନା ସ୍ଥିତ ଅଠହଠା ଗାଁରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଏଠାରୁ ଗାଁ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନ ପକ୍ଷରୁ ଇଞ୍ଜିନ ଚାଳିତ ଡଙ୍ଗା ଯୋଗାଇ ଦିଆଯାଇଛି। ତେବେ ଏହି ଡଙ୍ଗା ସାହାଯ୍ୟରେ କିଛି ଲୋକ ଗାଁରୁ ବାହାରି ନଦୀ ପାର୍‌ ହେଉଥିବା ବେଳେ ଅଧବାଟରେ ଡଙ୍ଗଟି ଓଲଟି ପଡିଛି। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ଡଙ୍ଗାରେ ପ୍ରାୟ ୩୦ ଜଣ ଗାଁ ଲୋକ ଥିଲେ। ତେବେ ୨୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଏବେବି ଆହୁରି ୭ରୁ ୮ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ୫ ଜଣ ଛୋଟ ଛୁଆ ମଧ୍ୟ ଅଛନ୍ତି। ଓଭର ଲୋଡିଂ ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ସେପଟେ ଦୁର୍ଘଟଣା ଖବର ପାଇ ଜିଲ୍ଲା ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସହାୟତାରେ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story