ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ନୈରାଶ୍ୟଜନକ ଖବର। ବଢ଼ିଲା ସୁନା ଦର। ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ସୁନାଦର ୧୦ ଗ୍ରାମ ପ୍ରତି ୫୮୪ ଟଙ୍କା ବୃଦ୍ଧି ପାଇ ୫୦, ୩୪୧ ଟଙ୍କାର ପହଞ୍ଚିଛି। ଅନ୍ତର୍ଜାତୀୟ ସ୍ତରରେ ଧାତୁ ମୂଲ୍ୟରେ ପରିବର୍ତ୍ତନ ହେଲେ ସୁନା ମୂଲ୍ୟ ପ୍ରଭାବିତ ହୋଇଥିବା ଏଚଡିଏଫସି ସକ୍ୟୁରିଟିଜ୍ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ସୁନା ୧୦ଗ୍ରାମ ପ୍ରତି ୪୯,୭୪୭ ଟଙ୍କା ଥିଲା।
ରୁପା କେଜି ପ୍ରତି ୯୯୮ ଟଙ୍କା ବୃଦ୍ଧି ପାଇଛି। ପୂର୍ବରୁ ରୁପା କେଜି ପ୍ରତି ୫୪,୧୬୬ ଟଙ୍କା ଥିବା ବେଳେ ଏବେ ଏହା ୫୫,୧୬୪ ଟଙ୍କା ପହଞ୍ଚିଛି। ଦିଲ୍ଲୀରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୫୮୪ ଟଙ୍କା ବୃଦ୍ଧି ପାଇଛି। ଅନ୍ତର୍ଜାତୀୟସ୍ତରରେ ସୁନା ଦର ବୃଦ୍ଧି ପାଇଥିବା ଏଚଡିଏଫସି ସିକ୍ୟୁରିଟିଜ ପକ୍ଷରୁ କୁହାଯାଇଛି। ଅନ୍ତର୍ଜାତୀୟ ବାଜାରରେ ସୁନା ଆଉନ୍ସ ପ୍ରତି ଆମେରୀକୀୟ ଡଲାର ୧,୭୧୮ ହୋଇଥିବା ବେଳେ ରୁପା ଆଉନ୍ସ ପ୍ରତି ଆମେରିକୀୟ ଡଲାର ୧୮.୮୧ ମୂଲ୍ୟରେ କାରବାର ହେଉଛି। ତେବେ ପୂର୍ବ ସପ୍ତାହରେ ସୁନାଦର କମ୍ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।