ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ: ସଂସଦ ଭବନ ସେଣ୍ଟ୍ରାଲ୍ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।  ଦେଶର ୧୪ ତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାଯର୍ୟକାଳ ଆସନ୍ତାକାଲି ଶେଷ ହେବାକୁ ଥିବା ବେଳେ, ଏହାର ଅବ୍ୟବହିତ ପୂର୍ବରୁ ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ମିଳିତ ଭାବେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, ଲୋକସଭା ବାଚସ୍ପତି ଓମ୍  ବିର୍ଲା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ […]

iop

iop

Tapas Behera
  • Published: Saturday, 23 July 2022
  • Updated: 23 July 2022, 08:01 PM IST

Sports

Latest News

ନୂଆଦିଲ୍ଲୀ: ସଂସଦ ଭବନ ସେଣ୍ଟ୍ରାଲ୍ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।  ଦେଶର ୧୪ ତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାଯର୍ୟକାଳ ଆସନ୍ତାକାଲି ଶେଷ ହେବାକୁ ଥିବା ବେଳେ, ଏହାର ଅବ୍ୟବହିତ ପୂର୍ବରୁ ଉଭୟ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ମିଳିତ ଭାବେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, ଲୋକସଭା ବାଚସ୍ପତି ଓମ୍  ବିର୍ଲା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ପ୍ରମୁଖ । ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିଦାୟ ଅଭିଭାଷଣ ବେଳେ ବିଗତ ୫ ବର୍ଷର ଅନୁଭୂତି ଓ ଉପଲବ୍ଧିକୁ ମନେ ପକାଇ ଭାବବିହ୍ୱଳ ହୋଇପଡ଼ିଥିଲେ ରାଷ୍ଟ୍ରପତି କୋବିନ୍ଦ।   ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭବ୍ୟ ନୈଶ ଭୋଜି ଦେଇ ଆପ୍ୟାୟିତ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos