ମୁମ୍ୱାଇ: ଦକ୍ଷିଣ ମୁମ୍ୱାଇର ଏକ ହୋଟେଲରୁ ମିଳିଲା ସାଂସଦଙ୍କ ମୃତ ଦେହ। ତାଙ୍କ ନାମ ମୋହନ ଡେଲକର। ସେ ଦାଦରା ନଗର ହାବେଲୀ ଲୋକସଭା ଆସନରୁ ବିଜୟୀ ହୋଇଥିଲେ।
ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ପୁଲିସ ମୃତ ସାଂସଦଙ୍କ ଶବ ବ୍ୟବଚ୍ଛେଦ କରିବାକୁ ପଠାଇଛି। ପ୍ରାଥମିକ ତଦନ୍ତରୁ ସାଂସଦ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ରହିଛି। ହେଲେ ପୁଲିସ ଏଯାବତ କୌଣସି ସ୍ପଷ୍ଟୀକରଣ ରଖିନାହିଁ।
ମୃତ ସାଂସଦଙ୍କୁ ୫୮ ବର୍ଷ ହୋଇଥିଲା। ୧୯୮୯ରେ ସେ ପ୍ରଥମ ଥର ପାଇଁ ଏହି ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ଏହାପରେ ଦାଦରା ନଗର ହାବେଲୀ ଲୋକସଭା ଆସନରୁ ଅନେକ ଥର ନିର୍ବାଚିତ ହୋଇଥିଲେ। ମୋହନ ଡେଲକର ପ୍ରଥମେ ଭାରତୀୟ ନବଶକ୍ତିରୁ ସାଂସଦ ହୋଇଥିଲେ। ୨୦୦୯ରେ ସେ କଂଗ୍ରେସରେ ଯୋଗ ଦେଇଥିଲେ। ହେଲେ ୨୦୧୯ ଲୋକସଭା ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ହୋଇଥିଲେ।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।