୧୨୫ ଦିନ ପରେ ସବୁଠାରୁ କମ୍ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ଦ୍ୱିତୀୟ ଲହରର ପ୍ରଭାବ ଅନେକ ମାତ୍ରାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୦୯୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ୧୨୫ ଦିନ ପରେ ସବୁଠାରୁ କମ୍। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୩,୧୧,୭୪,୩୨୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟା ଭିତରେ ଦେଶରେ ୩୭୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏଥିସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୧୪,୪୮୨ରେ ପହଞ୍ଚିଯାଇଛି। ଗତ ୨୪ […]

covid19

covid19

Ranjit Kumar Jena
  • Published: Tuesday, 20 July 2021
  • Updated: 20 July 2021, 10:22 AM IST

Sports

Latest News

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ଦ୍ୱିତୀୟ ଲହରର ପ୍ରଭାବ ଅନେକ ମାତ୍ରାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୦୯୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ୧୨୫ ଦିନ ପରେ ସବୁଠାରୁ କମ୍। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୩,୧୧,୭୪,୩୨୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟା ଭିତରେ ଦେଶରେ ୩୭୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏଥିସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୧୪,୪୮୨ରେ ପହଞ୍ଚିଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୪୫,୨୫୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିସହ ରିକଭରୀ ହାର ମଧ୍ୟ ୯୭.୩୭ ପ୍ରତିଶତ ହୋଇଛି। ସପ୍ତାହାନ୍ତ ପଜିଟିଭିଟି ହାର ୫ ପ୍ରତିଶତରୁ ୨.୦୬ ପ୍ରତିଶତକୁ ଖସିଛି। ସେହିପରି ଦେଶରେ ଗତ ୨୪ ଘଣ୍ଟା ଭିତରେ ୧୭,୯୨,୩୩୬ ସାମ୍ପଲ ଟେଷ୍ଟ କରାଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୪୪,୭୩,୪୧,୧୩୩ ସାମ୍ପଲ ଟେଷ୍ଟ କରାଯାଇଛି।

ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ତାଲିକାରେ ମହାରାଷ୍ଟ୍ର ଆଗରେ ରହିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୬୦୧୭ କରୋନା ମାମଲା ଚିହ୍ନଟ ହୋଇଛନ୍ତି। ଏବେବି ରାଜ୍ୟରେ କିଛି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ।

https://twitter.com/ANI/status/1417332024319168516?s=20

ଦେଶରେ ଟିକାକରଣ ଅଭିଯାନ ମଧ୍ୟ ଜୋରଦାର ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ଭ୍ୟାକସିନର ୫୨,୬୭,୩୦୯ ଡୋଜ୍ ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୪୧.୧୮ କୋଟି ଭ୍ୟାକସିନ୍ ଦିଆହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story