ସୀମାରେ ଭାରତ-ଚାଇନା ସୈନ୍ୟ ମୁହାଁମୁହିଁ, ବହୁ ଆହତ

ନୂଆଦିଲ୍ଲୀ: ଚାଇନାର ବିସ୍ତାରବାଦ ନୀତିକୁ ଭାରତ ଜୋରଦାର ବିରୋଧ କରିବାରୁ ସ୍ଥିତି ଦିନକୁ ଦିନ ବିଗୁଡ଼ୁଛି। ଉଭୟ ପକ୍ଷ ସୀମାରେ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀ ମୁତୟନ କରିବା ସହ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ପୁଣି ସୀମାରେ ଚାଇନା ସେନା ବଦମାସି କରିଛି । ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି)ରେ ମୁହାଁମୁହିଁ ହୋଇଛନ୍ତି ଭାରତୀୟ ସେନା ଓ ଚାଇନା ସେନା।  ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ସହ କେତେକ ଭାରତୀୟ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଗତ […]

709

709

Tapas Behera
  • Published: Monday, 12 December 2022
  • Updated: 12 December 2022, 08:28 PM IST

Sports

Latest News

ନୂଆଦିଲ୍ଲୀ: ଚାଇନାର ବିସ୍ତାରବାଦ ନୀତିକୁ ଭାରତ ଜୋରଦାର ବିରୋଧ କରିବାରୁ ସ୍ଥିତି ଦିନକୁ ଦିନ ବିଗୁଡ଼ୁଛି। ଉଭୟ ପକ୍ଷ ସୀମାରେ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀ ମୁତୟନ କରିବା ସହ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ପୁଣି ସୀମାରେ ଚାଇନା ସେନା ବଦମାସି କରିଛି । ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି)ରେ ମୁହାଁମୁହିଁ ହୋଇଛନ୍ତି ଭାରତୀୟ ସେନା ଓ ଚାଇନା ସେନା।  ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ସହ କେତେକ ଭାରତୀୟ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଗତ ଡିସେମ୍ବର ୯ ତାରିଖରେ ଏହି ଘଟଣା ଘଟିଛି। ଅରୁଣାଚଳପ୍ରଦେଶର ତୱାଙ୍ଗ ସେକ୍ଟରରେ ୟାଙ୍ଗଷ୍ଟେ ଏରିଆରେ ଏହି ଘଟଣା ଘଟିଛି।

ଭାରତୀୟ ସୈନ୍ୟଙ୍କ ପ୍ରତିଜବାରେ କିଛି ଚାଇନା ସୈନ୍ୟ ମଧ୍ୟ ଆହତ ହୋଇଛନ୍ତି। ଏହି ସଂଘର୍ଷରେ ବନ୍ଧୁକର ବ୍ୟବହାର ହୋଇ ନଥିଲା । ଉଭୟ ପକ୍ଷର ସୈନ୍ୟ ହାତାହାତି ଓ ଅନ୍ୟ ପାରମ୍ପରିକ ଅସ୍ତ୍ରଶସ୍ତ୍ର ମାଧ୍ୟମରେ ମୁହାଁମୁହିଁ ହୋଇଥିଲେ । ଏହି ସଂଘର୍ଷରେ ଉଭୟ ପକ୍ଷର ସୈନ୍ୟ ଆହତ ହୋଇଛନ୍ତି । ‘ଦି ହିନ୍ଦୁ’ର ଏକ ରିପୋର୍ଟ ଅନୁସାରେ ଚାଇନା ପକ୍ଷରୁ ପ୍ରାୟ ୬ ଶହରୁ ଅଧିକ ସୈନ୍ୟ ଭାରତୀୟ ସୀମା ମଧ୍ୟକୁ ଅନୁପ୍ରବେଶ ଉଦ୍ୟମ କରିବାବେଳେ ଭାରତୀୟ ସେନା ପକ୍ଷରୁ ସେମାନଙ୍କୁ  ଜୋରଦାର ପ୍ରତିରୋଧ କରାଯାଇଥିଲା। ସଂଘର୍ଷ ପରେ ଉଭୟ ପକ୍ଷ ମଧ୍ୟରେ ଫ୍ଲାଗ୍ ମିଟିଂ ହୋଇଥିଲା ଓ ଚୀନ ସୈନ୍ୟମାନେ ଫେରିଯାଇଥିଲେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଜୁନ୍‌ ୨୦୨୨ରେ ଲଦାଖର ଗଲୱାନରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହେବା ପରେ ୨୦ ଭାରତୀୟ ଯବାନଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ ଅଗଷ୍ଟରେ ଲଦାଖର ପଙ୍ଗୋଙ୍ଗ୍‌ ହ୍ରଦଠାରେ ଭାରତ ଓ ଚାଇନା ସେନା ମଧ୍ୟରେ ଅନୁରୂପ ମୁଥ ମରାମରି ହୋଇଥିଲା। ସାମରିକ ପ୍ରୋଟୋକଲ୍‌ ଅନୁଯାୟୀ ଯବାନମାନେ ଆପୋସ ବୁଝାମଣାରେ ଏହାର ସମାଧାନ କରିଥିଲେ। ଦୁଇଦେଶ ମଧ୍ୟରେ ସୀମାକୁ ନେଇ ବିବାଦ ରହିଛି। ଭାରତର କେତେକ ଅଞ୍ଚଳକୁ ଚାଇନା ନିଜର ବୋଲି ଦାବି କରିଆସୁଛି।

ଏହାକୁ ନେଇ ବେଳେବେଳେ ଦୁଇଦେଶର ସେନା ମଧ୍ୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ସୂଚନାଯୋଗ୍ୟ ୨୦୧୭ରେ ଡୋକଲାମଠାରେ ଭାରତ ଓ ଚାଇନା ସେନାଙ୍କ ମଧ୍ୟରେ ସୀମାକୁ ନେଇ ଦୀର୍ଘ ୭୩ ଦିନ ଧରି ମୁହାଁମୁହିଁ ପରିସ୍ଥିତ ଲାଗି ରହିଥିଲା। ସେତେବେଳେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଲାଗିଯିବାର ଆଶଙ୍କା ପ୍ରକାଶ ପାଇଥିଲା। ଭାରତ ଓ ଚାଇନା ମଧ୍ୟରେ ୩,୪୮୮ କିଲୋମିଟର ଦୀର୍ଘ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ରହିଛି। ଅରୁଣାଚଳପ୍ରଦେଶ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାବେଳେ ଚାଇନା ଏହାକୁ ଦକ୍ଷିଣ ତିବ୍ବତ୍‌ର ଏକ ଅଂଶ ବୋଲି ଦାବି କରିଆସୁଛି। ଉଭୟ ଦେଶ ମଧ୍ୟ ସୀମାକୁ ନେଇ ବିବାଦ ଲାଗିରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story