ଖେରି ହିଂସା : ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଉପମୁଖ୍ୟମନ୍ତ୍ରୀ କେ.ପି. ମୌର୍ଯ୍ୟ ଓ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ଗସ୍ତ ବେଳେ ହିଂସା ଦେଖାଦେଇଥିଲା। ଆନ୍ଦୋଳନରତ ଚାଷୀଙ୍କ ବିରୋଧ ଯୋଗୁଁ ହିଂସାକାଣ୍ଡ ଓ ପୋଡ଼ାଜଳା ହୋଇଥିଲା। ଦୁଇଟି SUV କାର ଆନ୍ଦୋଳନକାରୀଙ୍କୁ ଧକ୍କା ଦେବାରୁ ଉତ୍ତେଜନା ଦେଖାଦେଇଥିଲା। ତେବେ ଆନ୍ଦୋଳନକାରୀ ଉକ୍ତ ଦୁଇଟି SUVରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। କେନ୍ଦ୍ର ସାରକାରଙ୍କ ନୂତନ କୃଷିନୀତିକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା […]

yo-90

yo-90

Tapas Behera
  • Published: Sunday, 03 October 2021
  • Updated: 03 October 2021, 10:22 PM IST

Sports

Latest News

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଉପମୁଖ୍ୟମନ୍ତ୍ରୀ କେ.ପି. ମୌର୍ଯ୍ୟ ଓ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ଗସ୍ତ ବେଳେ ହିଂସା ଦେଖାଦେଇଥିଲା। ଆନ୍ଦୋଳନରତ ଚାଷୀଙ୍କ ବିରୋଧ ଯୋଗୁଁ ହିଂସାକାଣ୍ଡ ଓ ପୋଡ଼ାଜଳା ହୋଇଥିଲା। ଦୁଇଟି SUV କାର ଆନ୍ଦୋଳନକାରୀଙ୍କୁ ଧକ୍କା ଦେବାରୁ ଉତ୍ତେଜନା ଦେଖାଦେଇଥିଲା। ତେବେ ଆନ୍ଦୋଳନକାରୀ ଉକ୍ତ ଦୁଇଟି SUVରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। କେନ୍ଦ୍ର ସାରକାରଙ୍କ ନୂତନ କୃଷିନୀତିକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା କୃଷକମାନଙ୍କ ଉପରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଗାଡ଼ି ଚଢ଼ାଇଦେବା ଅଭିଯୋଗ ହୋଇଥିଲା।

ଏଥିରେ ପ୍ରଥମେ  ଘଟଣାସ୍ଥଳରେ ଦୁଇଜଣ କୃଷକଙ୍କର ମୃତ୍ୟୁ ଘଟି ଥିଲା। ଏଥିରେ ଏକାଧିକ ଆହତ ହୋଇଥିଲେ । ଏହି ଘଟଣାକୁ କେନ୍ଦ୍ରକରି ତୀବ୍ର ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇଥିଲା। ଲକ୍ଷ୍ମୀପୁର ଖେରୀର ଟିକୁନିଆରେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦଙ୍କ ସହ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁତ୍ର ଆଶିଷ ମିଶ୍ର ତାଙ୍କ ଗାଡ଼ିରେ ଯାଉଥିଲେ।  ସେଠାରେ ଆନ୍ଦୋଳନରତ କୃଷକମାନେ ତାଙ୍କ ଗାଡ଼ି ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କଳାପତାକା ପ୍ରଦର୍ଶନ କରିଥିଲେ।

ଏଥିରେ ଉତ୍‌କ୍ଷିପ୍ତ ହୋଇ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ବିରୋଧ ପ୍ରଦର୍ଶନ କରୁଥିବା ଚାଷୀଙ୍କ ଉପରେ ତାଙ୍କ କାର ଚଢ଼ାଇ ଦେଇଥିଲେ। ଫଳରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ପରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ହିଂସା ଘଟି ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।  ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପ ପୁଲିସ୍‌ ମହାନିର୍ଦ୍ଦେଶକ ପ୍ରଶାନ୍ତ କୁମାରଙ୍କୁ ଲକ୍ଷ୍ମୀପୁର ଖେରୀରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିକେୟୁ ନେତା ରାକେଶ ଟିକାୟତ ମଧ୍ୟ ଗାଜିପୁରରୁ ଆସି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସମାଜବାଦୀ ପାର୍ଟି (ଏସପି) ନେତା ଅଖିଳେଶ ଯାଦବ ଏହି ଘଟଣାକୁ ନିନ୍ଦା କରିବା ସହ ବିଜେପିର ତୀବ୍ର ସମାଲୋଚନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story