ସ୍ଥଳ ସେନା ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ

ନୂଆଦିଲ୍ଲୀ: ଭାରତୀୟ ସ୍ଥଳ ସେନାର ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ। ଦେଶର ୨୯ତମ ସ୍ଥଳ ସେନା ମୁଖ୍ୟ ଭାବେ ଜେନେରାଲ ପାଣ୍ଡେଙ୍କୁ ମନୋନୀତ କରାଯାଇଛି। ବରିଷ୍ଠତା ଦୃଷ୍ଟିରୁ ତାଙ୍କୁ ଏପରି ନିଯୁକ୍ତି ମିଳିଛି। ଏପ୍ରିଲ ୩୦ରେ ବର୍ତ୍ତମାନ ସ୍ଥଳସେନା ମୁଖ୍ୟ ଭାବେ କାମ କରୁଥିବା ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ କାର୍ଯ୍ୟକାଳ ଶେଷ ହେବ। ଏହାପରେ ହିଁ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ସେନାଧ୍ୟକ୍ଷ ହେବେ। କ୍ରପ୍ସ ଇଞ୍ଜନିୟର୍ସର ପ୍ରଥମ ଅଫିସର ଭାବେ […]

Army-chief

Army-chief

Hemant Lenka
  • Published: Monday, 18 April 2022
  • Updated: 18 April 2022, 06:38 PM IST

Sports

Latest News

ନୂଆଦିଲ୍ଲୀ: ଭାରତୀୟ ସ୍ଥଳ ସେନାର ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ। ଦେଶର ୨୯ତମ ସ୍ଥଳ ସେନା ମୁଖ୍ୟ ଭାବେ ଜେନେରାଲ ପାଣ୍ଡେଙ୍କୁ ମନୋନୀତ କରାଯାଇଛି। ବରିଷ୍ଠତା ଦୃଷ୍ଟିରୁ ତାଙ୍କୁ ଏପରି ନିଯୁକ୍ତି ମିଳିଛି। ଏପ୍ରିଲ ୩୦ରେ ବର୍ତ୍ତମାନ ସ୍ଥଳସେନା ମୁଖ୍ୟ ଭାବେ କାମ କରୁଥିବା ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ କାର୍ଯ୍ୟକାଳ ଶେଷ ହେବ। ଏହାପରେ ହିଁ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ଦେଶର ସେନାଧ୍ୟକ୍ଷ ହେବେ।

କ୍ରପ୍ସ ଇଞ୍ଜନିୟର୍ସର ପ୍ରଥମ ଅଫିସର ଭାବେ ଜେନେରାଲ ମନୋଜ ପାଣ୍ଡେ ଦେଶର ସ୍ଥଳ ସେନା ହେବାର ରେକର୍ଡ ମଧ୍ୟ କରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେଙ୍କୁ ଦେଶର ସେନାଧ୍ୟକ୍ଷ ଭାବେ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଥିବା କୁହାଯାଇଛି।

ଜେନେରାଲ ମୋନଜ ପାଣ୍ଡେ ୧୯୮୨ ଡିସେମ୍ବରରେ କ୍ରପ୍ସ ଅଫ ଇଞ୍ଜିନିୟର୍ସ ଭାବେ କମିଶନଡ ପାଇଥିଲେ। ଏହାପରେ ଦୀର୍ଘ ୩୭ ବର୍ଷ ହେଲା ଭାରତୀୟ ସେନାରେ କାର୍ଯ୍ୟରତ ଥିବା ଜେନେରାଲ ପାଣ୍ଡେ ଅପରେସନ ପରାକ୍ରମ ଓ ଅପରେସନ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଦୀର୍ଘ ୩୯ ବର୍ଷ ହେଲାଣି ଭାରତୀୟ ସେନା ସହ ଜଡ଼ିତ ହୋଇ ରହିଛନ୍ତି। ଜାନୁଆରୀ ୩୧ରୁ ସେ ସ୍ଥଳ ସେନାର ଉପମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story