ମୁମ୍ବାଇ: ରବିବାର ମହାରାଷ୍ଟ୍ର ସରକାର କୋଭିଡ୍ କଟକଣାର ପୁନଃସମୀକ୍ଷା କରିଛନ୍ତି। ନୂଆ ଗାଇଡ୍ଲାଇନ୍ ଅନୁଯାୟୀ ରାଜ୍ୟରେ ବ୍ୟୁଟି ସେଲୁନ୍ ଏବଂ ଜିମ୍ ଗୁଡ଼ିକୁ ୫୦ ପ୍ରତିଶତ କ୍ଷମତାରେ ଚାଲିବାକୁ ଅନୁମତି ଦେଇଛନ୍ତି। ଶନିବାର ପ୍ରକାଶିତ ପୂର୍ବ ନିର୍ଦ୍ଦେଶରେ ରାଜ୍ୟରେ ସମସ୍ତ ବ୍ୟୁଟି ସେଲୁନ ଗୁଡ଼ିକୁ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେଲୁନ୍ ଗୁଡିକୁ ୫୦ ପ୍ରତିଶତ କ୍ଷମତାରେ ଚଲାଇବାକୁ ଅନୁମତି ଦେଇଥିଲେ ।
ସଂଶୋଧିତ ଗାଇଡ୍ଲାଇନ୍ରେ ରାଜ୍ୟ ସରକାର କହିଛନ୍ତି ଯେ, ବ୍ୟୁଟି ସେଲୁନ ଗୁଡିକ ସହ ଚୁଟି କାଟୁଥିବା ସେଲୁନ୍ ଗୁଡ଼ିକୁ ୫୦ ପ୍ରତିଶତରେ ସୀମିତ ରଖାଯାଇଛି। ସେହିପରି ଯେଉଁ କାର୍ଯ୍ୟକଳାପରେ ମାସ୍କ ଅପସାରଣ ଅନାବଶ୍ୟକ ସେସବୁ ମଧ୍ୟ ଚାଲିପାରିବ।
ଏଥିସହ ସେଲୁନ ମାଲିକା ମାନଙ୍କୁ ଡବଲ ଡୋଜ୍ ନେଇଥିବା ଗ୍ରାହକଙ୍କୁ ଅନୁମତି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନୂତନ ନିୟମ ଆସନ୍ତକାଲିଠାରୁ ଲାଗୁ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ତିରୁପତିରେ ମନ୍ଦିର ବାହାରେ ଦଳାଚକଟା; ୬ ମୃତ, ଅନେକ ଆହତ
ତିରୁପତିସ୍ଥିତ ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଦଳାଚକଟା।
National
'୧୪ ବର୍ଷ ଗଲା, ୪୦ ତେଜାସ ମିଳିପାରିଲାନି'
ଚୀନ ଷଷ୍ଠ ପିଢ଼ିର ଯୁଦ୍ଧ ବିମାନ ପରୀକ୍ଷା କଲାଣି। ଆମ ବାୟୁସେନା ୨୦୧୦ରେ ମାଗିଥିବା ପ୍ରଥମ ସେଟ୍ ୪୦ଟି ତେଜାସ ତାଙ୍କୁ ଏପର୍ଯ୍ୟନ୍ତ ମିଳିନି। ଦୁଃଖ ପ୍ରକାଶ କଲେ ବାୟୁସେନା ମୁଖ୍ୟ ମାର୍ଶଲ ଏପି ସିଂହ।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
National
ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ
କେଶ ଝଡ଼ିବା ଆରମ୍ଭ ହେଲେ କେବଳ ଗୋଟିଏ ସପ୍ତାହ ମଧ୍ୟରେ ସମସ୍ତେ ଚନ୍ଦା ହୋଇଯାଉଛନ୍ତି। ଗତ କିଛିଦିନ ହେଲା ଆରମ୍ଭ ହୋଇଥିବା ଏହି ସମସ୍ୟାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଚିନ୍ତାରେ।