କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ନୂଆଦିଲ୍ଲୀ: ମହାରାଷ୍ଟ୍ର ପାଲଘର ଜିଲ୍ଲା ତାରାପୁର ଶିଳ୍ପାଞ୍ଚଳରେ ଥିବା ନନ୍ଦୋଲିଆ କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିରେ ଆଉ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ପାଖାପାଖି ୮ରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଣାଯାଇଥିଲା। ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ୧୪ ଜଣ ଶ୍ରମିକଙ୍କ ଥିଲେ। ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ […]

fire

fire

Puspanjali Panda
  • Published: Tuesday, 18 August 2020
  • Updated: 18 August 2020, 08:47 AM IST

Sports

Latest News

ନୂଆଦିଲ୍ଲୀ: ମହାରାଷ୍ଟ୍ର ପାଲଘର ଜିଲ୍ଲା ତାରାପୁର ଶିଳ୍ପାଞ୍ଚଳରେ ଥିବା ନନ୍ଦୋଲିଆ କେମିକାଲ୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିରେ ଆଉ ୩ ଜଣ ଶ୍ରମିକ ଆହତ ହୋଇଛନ୍ତି।

ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ପାଖାପାଖି ୮ରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଣାଯାଇଥିଲା।

ବିସ୍ଫୋରଣ ବେଳେ ଫ୍ୟାକ୍ଟ୍ରିରେ ୧୪ ଜଣ ଶ୍ରମିକଙ୍କ ଥିଲେ। ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଆହତ ହୋଇଛନ୍ତି ବୋଲି ପାଲଘର ଜିଲ୍ଲାପାଳ କୈଳାସ ସିନ୍ଦେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story