ନୂଆଦିଲ୍ଲୀ: ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟା ପ୍ରାୟ ୬ଟା ବେଳେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଥିଲା। ଏହା ମଧ୍ୟରେ ତାଙ୍କର କିଛି ଟେଷ୍ଟ ମଧ୍ୟ କରାଯାଇଥିବା ଜଣାପଡ଼ିଛି।
କଂଗ୍ରେସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନ ହେଲା ତାଙ୍କୁ ସାମାନ୍ୟ ଜ୍ୱର ହେଉଛି। ତେଣୁ ଉପଯୁକ୍ତ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହା ପୂର୍ବରୁ ଗତ ଏପ୍ରିଲ ମାସରେ ମନମୋହନ ସିଂହଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କୁ କୋଭିଡ୍ ହୋଇଥିଲା। ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ କୋଭିଡ୍ ଟେଷ୍ଟ୍ କରାଇଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।