ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟା ପ୍ରାୟ ୬ଟା ବେଳେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଥିଲା। ଏହା ମଧ୍ୟରେ ତାଙ୍କର କିଛି ଟେଷ୍ଟ ମଧ୍ୟ କରାଯାଇଥିବା ଜଣାପଡ଼ିଛି। କଂଗ୍ରେସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନ ହେଲା ତାଙ୍କୁ ସାମାନ୍ୟ ଜ୍ୱର ହେଉଛି। ତେଣୁ ଉପଯୁକ୍ତ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହା ପୂର୍ବରୁ ଗତ ଏପ୍ରିଲ ମାସରେ ମନମୋହନ […]

Manmohan Singh

Manmohan Singh

Jitendra Garnayak
  • Published: Wednesday, 13 October 2021
  • Updated: 13 October 2021, 07:26 PM IST

Sports

Latest News

ନୂଆଦିଲ୍ଲୀ: ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟା ପ୍ରାୟ ୬ଟା ବେଳେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଥିଲା। ଏହା ମଧ୍ୟରେ ତାଙ୍କର କିଛି ଟେଷ୍ଟ ମଧ୍ୟ କରାଯାଇଥିବା ଜଣାପଡ଼ିଛି।

କଂଗ୍ରେସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନ ହେଲା ତାଙ୍କୁ ସାମାନ୍ୟ ଜ୍ୱର ହେଉଛି। ତେଣୁ ଉପଯୁକ୍ତ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହା ପୂର୍ବରୁ ଗତ ଏପ୍ରିଲ ମାସରେ ମନମୋହନ ସିଂହଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କୁ କୋଭିଡ୍ ହୋଇଥିଲା। ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ କୋଭିଡ୍ ଟେଷ୍ଟ୍ କରାଇଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story