ପ୍ରଧାନମନ୍ତ୍ରୀ ମୋଦି ପୁଣି ବିଶ୍ୱର ୧ନଂ ଲୋକପ୍ରିୟ ନେତା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ଲୋକପ୍ରିୟ ନେତା ହେବାର ରେକର୍ଡ କରିଛନ୍ତି। ଆମେରିକା ଓ ରୁଷ ଭଳି ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ପଛରେ ପକାଇ ମୋଦି ଲୋକ ପ୍ରିୟତାରେ ୧ ନଂ ସ୍ଥାନ ଦଖଲ କରିଛନ୍ତି। ବିଶ୍ୱସ୍ତରୀୟ ନେତାଙ୍କ ଲୋକପ୍ରିୟତାକୁ ଟ୍ରାକ କରୁଥିବା ଆମେରିକୀୟ ସଂସ୍ଥା ମର୍ଣ୍ଣିଂ କନସଲ୍ଟ ଏପରି ରିପୋର୍ଟ ଦେଇଛି। ମୋଦିଙ୍କ ଆପ୍ରୁଭାଲ ରେଟିଂ ପଏଣ୍ଟ ୭୧% ରହିଛି। ତାଲିକାରେ ମୋଟ ୧୩ ନେତାଙ୍କ ମଧ୍ୟରୁ ଆମେରିକାର ରାଷ୍ଟ୍ରପତି […]

Modi

Modi

Hemant Lenka
  • Published: Friday, 21 January 2022
  • Updated: 21 January 2022, 04:22 PM IST

Sports

Latest News

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ଲୋକପ୍ରିୟ ନେତା ହେବାର ରେକର୍ଡ କରିଛନ୍ତି। ଆମେରିକା ଓ ରୁଷ ଭଳି ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ପଛରେ ପକାଇ ମୋଦି ଲୋକ ପ୍ରିୟତାରେ ୧ ନଂ ସ୍ଥାନ ଦଖଲ କରିଛନ୍ତି। ବିଶ୍ୱସ୍ତରୀୟ ନେତାଙ୍କ ଲୋକପ୍ରିୟତାକୁ ଟ୍ରାକ କରୁଥିବା ଆମେରିକୀୟ ସଂସ୍ଥା ମର୍ଣ୍ଣିଂ କନସଲ୍ଟ ଏପରି ରିପୋର୍ଟ ଦେଇଛି।

ମୋଦିଙ୍କ ଆପ୍ରୁଭାଲ ରେଟିଂ ପଏଣ୍ଟ ୭୧% ରହିଛି। ତାଲିକାରେ ମୋଟ ୧୩ ନେତାଙ୍କ ମଧ୍ୟରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୪୩% ରେଟିଂ ପଏଣ୍ଟ ସହ ୬ଷ୍ଠ ସ୍ଥାନରେ ରହିଛନ୍ତି। ବାଇଡେନଙ୍କ ପଛକୁ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ୭ମ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ୪୧% ରେଟିଂ ପଏଣ୍ଟ ପାଇ ୮ମ ସ୍ଥାନରେ ରହିଛନ୍ତି।

ମୋଦିଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ମେକ୍ସିକୋର ରାଷ୍ଟ୍ରପତି ଆଣ୍ଡ୍ରେସ୍ ମାନୁଏଲ୍ ଲୋପେଜ୍ ଓବ୍ରାଡୋର ୬୬%, ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଘିଙ୍କ ୬୦%, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ୪୮% ଜର୍ମାନୀ ଚାନସେଲର ଓଲାଫ ସ୍କୋଲଜୋ ୪୪%, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୪୩%, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ୪୩%, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ୪୧%, ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ୪୦%, ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍ ଜେଇ-ଇନ୍ ୩୮%, ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସେନାରୋ ୩୭%, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ ୩୪% ଓ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ମାତ୍ର ୨୬% ରେଟିଂ ପଏଣ୍ଟ ପାଇଛନ୍ତି।

୨୦୨୧ ନଭେମ୍ବର ମାସରେ ମଧ୍ୟ ମୋଦି ଏହି ତାଲିକାରେ ୧ ନଂ ସ୍ଥାନରେ ଥିଲେ। ତାଙ୍କ ରେଟିଂ ପଏଣ୍ଟ ୬୬% ଥିଲା। ହେଲେ ଏବେ ତାଙ୍କ ଲୋକ ପ୍ରିୟତା ପଏଣ୍ଟ ୭୧%କୁ ବୃଦ୍ଧି ପାଇଛି। ମର୍ଣ୍ଣିଂ କନସଲ୍ଟ ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଫ୍ରାନ୍ସ, ଜର୍ମାନୀ, ଇଣ୍ଡିଆ, ଇଟାଲୀ, ଜାପାନ, ମେକ୍ସିକୋ, ଦକ୍ଷିଣ କୋରିଆ, ସ୍ପେନ, ବ୍ରିଟେନ ଓ ଆମେରିକା ଭଳି ଦେଶର ନେତାମାନଙ୍କ ଲୋକପ୍ରିୟତାକୁ ଟ୍ରାକ କରି ରିପୋର୍ଟ ପ୍ରକାଶ କରିଛି। ସଂସ୍ଥା କହିଛି ଯେ ସଦ୍ୟତମ ଆପ୍ର୍ୟୁଭାଲ ରେଟିଂ ପଏଣ୍ଟ ୨୦୨୨ ଜାନୁଆରୀ ୧୩ରୁ ୧୯ ମଧ୍ୟରେ ସଂଗ୍ରହ ହୋଇଥିବା ତଥ୍ୟକୁ ଆଧାର କରି ପ୍ରସ୍ତୁତ କରାଯାଇଛି।

ସମାନ ସଂସ୍ଥା ୨୦୨୦ ମେ’ ମାସରେ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ୮୪%ରେ ପହଞ୍ଚିଥିବା କହିଥିଲା। ୨୦୨୧ ମେ’ ମାସରେ ଏହା ୬୩%କୁ ଖସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story