Advertisment

ଦେଶରେ ଗୋଟିଏ ଦିନରେ ୯୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୦,୬୩୨ ନୂଆ ଆକ୍ରାନ୍ତ, ଯାହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପି ଯାଇଛି। ଦେଶରେ ୪୧,୧୩,୮୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧,୮୦,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ୮,୬୨,୩୨୦ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି […]

ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୧୬୦୨ କରୋନା ଆକ୍ରାନ୍ତ

corona-3

Advertisment

ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୦,୬୩୨ ନୂଆ ଆକ୍ରାନ୍ତ, ଯାହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପି ଯାଇଛି।

Advertisment

ଦେଶରେ ୪୧,୧୩,୮୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧,୮୦,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ୮,୬୨,୩୨୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ସାରା ଦେଶରେ ଆଉ ୧୦୬୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦,୬୨୬ରେ ପହଞ୍ଚି ଯାଇଛି।

Advertisment
Corona Cases In India Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe