ମୁଲାୟମ ସିଂହଙ୍କ ଅବସ୍ଥା ସଙ୍କଟାପନ୍ନ, ଦିଆଯାଉଛି ଜୀବନ ରକ୍ଷାକାରୀ ଔଷଧ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଘଟୁନି। ଏବେ ବି ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ପୂର୍ବଭଳି ମେଦାନ୍ତ ହସ୍ପିଟାଲର ଆଇସିୟୁରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ଏଥିସହ ଏବେ ତାଙ୍କୁ ଜୀବନ ରକ୍ଷାକାରୀ ଗୁରୁତ୍ୱପୂର୍ଣ୍ଣ ଔଷଧ ଦିଆଯାଉଥିବା ହସ୍ପିଟାଲ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି। ହସ୍ପିଟାଲ ପକ୍ଷରୁ ଜାରି ବୁଲେଟିନକୁ ସମାଜବାଦୀ ପାର୍ଟି ପକ୍ଷରୁ ଟ୍ୱିଟ କରାଯାଇଛି। ଏଥିରେ କୁହାଯାଇଛି ଯେ “ମୁଲାୟମ […]

sp

sp

Hemant Lenka
  • Published: Wednesday, 05 October 2022
  • Updated: 05 October 2022, 06:30 PM IST

Sports

Latest News

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଘଟୁନି। ଏବେ ବି ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ପୂର୍ବଭଳି ମେଦାନ୍ତ ହସ୍ପିଟାଲର ଆଇସିୟୁରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ଏଥିସହ ଏବେ ତାଙ୍କୁ ଜୀବନ ରକ୍ଷାକାରୀ ଗୁରୁତ୍ୱପୂର୍ଣ୍ଣ ଔଷଧ ଦିଆଯାଉଥିବା ହସ୍ପିଟାଲ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି।

ହସ୍ପିଟାଲ ପକ୍ଷରୁ ଜାରି ବୁଲେଟିନକୁ ସମାଜବାଦୀ ପାର୍ଟି ପକ୍ଷରୁ ଟ୍ୱିଟ କରାଯାଇଛି। ଏଥିରେ କୁହାଯାଇଛି ଯେ “ମୁଲାୟମ ସିଂହ ଯାଦବଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଓ ତାଙ୍କୁ ଜୀବନ ରକ୍ଷାକାରୀ ଔଷଧ ଦିଆଯାଉଛି। ଗୁରୁଗ୍ରାମରେ ଥିବା ମେଦାନ୍ତ ହସ୍ପିଟାଲର ଆଇସିୟୁରେ ତାଙ୍କର ଚିକିତ୍ସା ବିଭିନ୍ନ ବିଭାଗର ବିଶେଷଜ୍ଞଙ୍କୁ ନେଇ ଗଠିତ ଡାକ୍ତରୀ ଟିମ୍ କରୁଛନ୍ତି।”

ଅସୁସ୍ଥତା କାରଣରୁ ଅଗଷ୍ଟ ୨୨ରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ରବିବାର ରାତିରେ ତାଙ୍କୁ ସିସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଗୋଟିଏ ଦିନ ରହିବା ପରେ କାଲିଠାରୁ ସେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story