ମୁଲାୟମ ସିଂହଙ୍କ ଅବସ୍ଥା ଆହୁରି ବିଗିଡ଼ିଲା, ସିସିୟୁରେ ଚାଲିଛି ଚିକିତ୍ସା

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହୋଇଛି। ଏଥିପାଇଁ ତାଙ୍କୁ ମେଦାନ୍ତ ହସ୍ପିଟାଲର କ୍ରିଟିକାଲ କେୟାର ୟୁନିଟ (ସିସିୟୁ)କୁ ସ୍ଥାନାନ୍ତର କରାଯାଇଛି। ଏବେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ କିଛି ଦିନ ତଳେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ରବିବାର ଶ୍ରୀ ସିଂହଙ୍କୁ […]

Mulayamsingh

Mulayamsingh

Hemant Lenka
  • Published: Monday, 03 October 2022
  • Updated: 03 October 2022, 06:46 PM IST

Sports

Latest News

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହୋଇଛି। ଏଥିପାଇଁ ତାଙ୍କୁ ମେଦାନ୍ତ ହସ୍ପିଟାଲର କ୍ରିଟିକାଲ କେୟାର ୟୁନିଟ (ସିସିୟୁ)କୁ ସ୍ଥାନାନ୍ତର କରାଯାଇଛି। ଏବେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ଅସୁସ୍ଥତା କାରଣରୁ କିଛି ଦିନ ତଳେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ରବିବାର ଶ୍ରୀ ସିଂହଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା।

ରବିବାର ତାଙ୍କର ଚିକିତ୍ସା ଆଇସିୟୁରେ କରାଯାଉଥିବା ବେଳେ ଆଜି ତାଙ୍କ ଅବସ୍ଥା ଆହୁରି ଗୁରୁତର ହୋଇପଡ଼ିଛି। ଏଥିପାଇଁ ୮୨ ବର୍ଷୀୟ ଶ୍ରୀ ସିଂହଙ୍କୁ ସିସିୟୁରେ ଭର୍ତ୍ତି କରାଯାଇଛି। ହସ୍ପିଟାଲ ପକ୍ଷରୁ ଜାରି ବିବୃତିକୁ ଟ୍ୱିଟ କରି ସମାଜବାଦୀ କହିଛି ଯେ “ଆଦରଣୀୟ ନେତାଜୀ ଗୁରୁଗ୍ରାମରେ ଥିବା ମେଦାନ୍ତ ହସ୍ପିଟାଲର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କ ଅବସ୍ଥା ସ୍ଥିର ରହିଛି। ନେତାଜୀଙ୍କୁ ଭେଟିବା ଓ ହସ୍ପିଟାଲକୁ ଯିବା ସମ୍ଭବ ନୁହେଁ। ତେଣୁ ଆପଣମାନେ କେହି ବି ହସ୍ପିଟାଲ ନ ଆସିବାକୁ ବିନମ୍ର ଅନୁରୋଧ କରାଯାଉଛି। ନେତାଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅପଡେଟ ସମୟକ୍ରମେ ଦିଆଯିବ।”

ଆଜି ମୁଲାୟମ ସିଂହ ଯାଦବଙ୍କ ପୁଅ ଅଖିଲେଶ ଯାଦବ ମେଦାନ୍ତ ହସ୍ପିଟାଲକୁ ଆସିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଫୋନ ଯୋଗେ ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story