ଗୋଟିଏ ଜୁଇରେ ଜଳିଲେ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର କ୍ରାଶରେ ପ୍ରାଣ ହରାଇଥିବା ସିଡିଏସ୍ ଜେନେରାଲ୍ ବିପିନ ରାୱତ ପଞ୍ଚଭୂତରେ ଲୀନ ହୋଇଛନ୍ତି। ଭାରତର ପ୍ରଥମ ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କର ଶୁକ୍ରବାର ଦିଲ୍ଲୀର ବ୍ରାର୍ ସ୍କୋୟାର ଶ୍ମଶାନ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର କରାଯାଇଛି। ପିତା ଜେନେରାଲ୍ ରାୱତ ଓ ମା’ ମଧୁଲିକାଙ୍କୁ ମୁଖାଗ୍ନି ଦେଇଛନ୍ତି ଦୁଇ ଝିଅ କ୍ରିତିକା ଓ ତାରିଣୀ। ଶେଷ ସମ୍ମାନ ସ୍ୱରୂପ ଜେନେରାଲ ରାୱତଙ୍କୁ ୧୭ ତୋପ ସଲାମୀ ଦିଆଯାଇଛି। […]

bipin--rawat1

bipin--rawat1

Ranjit Kumar Jena
  • Published: Friday, 10 December 2021
  • Updated: 10 December 2021, 05:21 PM IST

Sports

Latest News

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର କ୍ରାଶରେ ପ୍ରାଣ ହରାଇଥିବା ସିଡିଏସ୍ ଜେନେରାଲ୍ ବିପିନ ରାୱତ ପଞ୍ଚଭୂତରେ ଲୀନ ହୋଇଛନ୍ତି। ଭାରତର ପ୍ରଥମ ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କର ଶୁକ୍ରବାର ଦିଲ୍ଲୀର ବ୍ରାର୍ ସ୍କୋୟାର ଶ୍ମଶାନ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଅନ୍ତିମ ସଂସ୍କାର କରାଯାଇଛି। ପିତା ଜେନେରାଲ୍ ରାୱତ ଓ ମା' ମଧୁଲିକାଙ୍କୁ ମୁଖାଗ୍ନି ଦେଇଛନ୍ତି ଦୁଇ ଝିଅ କ୍ରିତିକା ଓ ତାରିଣୀ। ଶେଷ ସମ୍ମାନ ସ୍ୱରୂପ ଜେନେରାଲ ରାୱତଙ୍କୁ ୧୭ ତୋପ ସଲାମୀ ଦିଆଯାଇଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ବ୍ୟତୀତ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ।

ଏହାପୂର୍ବରୁ ଶୁକ୍ରବାର ସକାଳ ୧୧ ଟାରୁ ଜେନେରାଲ ରାୱତ ଏବଂ ତାଙ୍କ ପତ୍ନୀଙ୍କ ମୃତଦେହକୁ ଅନ୍ତିମ ଦର୍ଶନ ପାଇଁ ସେମାନଙ୍କ ପରିବାର, ବନ୍ଧୁ ଏବଂ ଜନସାଧାରଣଙ୍କ ପାଇଁ ଦିଲ୍ଲୀସ୍ଥିତ ବାସଭବନରେ ରଖାଯାଇଥିଲା। ପରେ ସିଡିଏସ୍ ଜେନେରାଲ୍ ବିପିନ ରାୱତ ଏବଂ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ମୃତଦେହକୁ ଏକ ବିରାଟ୍ ଶୋଭାଯାତ୍ରାରେ ଦିଲ୍ଲୀର ବ୍ରାର୍ ସ୍କୋୟାର ଶ୍ମଶାନ ଘାଟକୁ ଅଣାଯାଇଥିଲା। ତାଙ୍କ ଶେଷ ଯାତ୍ରାରେ ୮୦୦ ସେନା କର୍ମଚାରୀ ଉପସ୍ଥିତ ରହିଥିଲେ।

https://twitter.com/ANI/status/1469269351459004417?s=20

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହା ପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦେଶର ଶୀର୍ଷ ସେନା ଅଧିକାରୀନେ ପାଲମ ବିମାନବନ୍ଦରରେ ସହିଦ ହୋଇଥିବା ସମସ୍ତ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ସ୍ଥଳ ସେନା ମୁଖ୍ୟ ଏମ ନାରାୱଣେ, ନୌସେନା ମୁଖ୍ୟ ଆଡମିରାଲ ଆର୍ ହରି କୁମାର, ବାୟୁସେନା ମୁଖ୍ୟ ମାର୍ଶଲ ଏଭିଆର୍ ଚୌଧୁରୀ, ପ୍ରତିରକ୍ଷା ସଚିବ ଅଜୟ କୁମାର ମଧ୍ୟ ଅଛନ୍ତି।

https://twitter.com/ANI/status/1469267705656078338?s=20

ସୂଚନାଯୋଗ୍ୟ, ବୁଧବାର ଜେନେରାଲ ରାୱତ ଦିଲ୍ଲୀରୁ କୋଏମ୍ବାଟୁରର ସୁଲୁର ଯାଇଥିଲେ। ସେଠାରୁ ଏମଆଇ ୧୭ ଭି୫ ହେଲିକପ୍ଟର ଦ୍ୱାରା ନୀଳଗିର ହିଲ୍ସରେ ଥିବା ୱେଲିଂଟନ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ସିଡିଏସ୍‌ଙ୍କ ସହ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ରହିଥିଲେ। ଏମାନଙ୍କ ବ୍ୟତୀତ ୬ ଜଣ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ ୧୪ ଜଣ ହେଲିକପ୍ଟର୍‌ରେ ଉଡ଼ାଣ ଭରିଥିଲେ। କିନ୍ତୁ ଓଟ୍ଟୀ ନିକଟରେ ତାଙ୍କ ହେଲିକପ୍ଟର କ୍ରାଶ କରି ଯାଇଥିଲା। ମଧ୍ୟାହ୍ନ ପ୍ରାୟ ୧୨.୨୦ରେ ଏହି ଘଟଣା ଘଟିଥିଲା।

ହେଲିକପ୍ଟରଟି ସଂପୂର୍ଣ୍ଣ ଜଳି ଯାଇଥିବା ବେଳେ ଏକାଧିକ ବଡ଼ବଡ଼ ଗଛ ଭାଙ୍ଗି ଯାଇଥିଲା। ୧୪ ଜଣଙ୍କ ମଧ୍ୟରୁ ୧୩ ଜଣ ପ୍ରାଣ ହରାଇଥିବା ବେଳେ ଗ୍ରୁପ୍‌ କ୍ୟାପ୍ଟେନ ବରୁଣ ସିଂହ ଏବେ ବେଙ୍ଗାଲୁରୁରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଶରୀରର ୪୫% ଅଂଶ ପୋଡ଼ି ଯାଇଛି। ତାଙ୍କୁ ଜୀବନ ରକ୍ଷାକାରୀ ଉପକରଣ ଦ୍ୱାରା ଚିକିତ୍ସା ଯୋଗାଇ ଦିଆଯାଉଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story