ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ନେପାଳ। ବିଳମ୍ବିତ ରାତିରେ ଏଠାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି।
ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍ରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ ବାହାରୁ ଚାଲି ଆସିଥିଲେ। ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ କାଠମାଣ୍ଡର ପଶ୍ଚିମରୁ ୫୦ କିଲୋମିଟର ଦୂରରେ ଥିବା ଧାଣ୍ଡିଗ ଜିଲ୍ଲାରେ ଥିବା ବୈଜ୍ଞାନିକମାନେ କହିଛନ୍ତି।
କାଠମାଣ୍ଡୁ ଓ ଏହାର ଆଖପାଖ ଜିଲ୍ଲରେ ହିଁ ଭୂମିକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ କି କେହି ମୃତାହତ ହୋଇନାହାନ୍ତି। ଏହା ପୂର୍ବରୁ ମଧ୍ୟ ନେପାଳରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ତେବେ ଏଥିରେ ମଧ୍ୟ କୌଣସି କ୍ଷୟକ୍ଷତି ହୋଇନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।