ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗ, ଇଶ୍ରୋ ପଠାଇଲା ପ୍ରଥମ ଘରୋଇ ରକେଟ

ନୂଆଦିଲ୍ଲୀ: ଇଶ୍ରୋର ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗର ଆରମ୍ଭ। ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ୍‌ର ସଫଳତାର ସହ ଉତକ୍ଷେପଣ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ ଉତକ୍ଷେପଣ ହୋଇଛି।  ହାଇଦ୍ରାବାଦ ଭିତ୍ତିକ ସ୍ପେସ୍ ଷ୍ଟାର୍ଟଅପ୍ ସ୍କାଇରୁଟ୍ ଏରୋସ୍ପେସ୍ ଏହି ରକେଟ୍ ନିର୍ମାଣ କରିଛି।  ସ୍କାଇରୁଟ୍ ଏରୋସ୍ପେସର ପ୍ରଥମ ମିଶନ୍, ଯାହାର ନାମ ‘ପ୍ରାରମ୍ଭ’ ରଖାଯାଇଛି। ଚେନ୍ନାଇଠାରୁ ୧୧୫ କିମି ଦୂର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନର ଲଞ୍ଚପ୍ୟାଡରୁ ଏହା […]

rocket_1769

rocket_1769

Tapas Behera
  • Published: Friday, 18 November 2022
  • Updated: 18 November 2022, 11:54 AM IST

Sports

Latest News

ନୂଆଦିଲ୍ଲୀ: ଇଶ୍ରୋର ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଯୁଗର ଆରମ୍ଭ। ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ୍‌ର ସଫଳତାର ସହ ଉତକ୍ଷେପଣ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ ଉତକ୍ଷେପଣ ହୋଇଛି।  ହାଇଦ୍ରାବାଦ ଭିତ୍ତିକ ସ୍ପେସ୍ ଷ୍ଟାର୍ଟଅପ୍ ସ୍କାଇରୁଟ୍ ଏରୋସ୍ପେସ୍ ଏହି ରକେଟ୍ ନିର୍ମାଣ କରିଛି।  ସ୍କାଇରୁଟ୍ ଏରୋସ୍ପେସର ପ୍ରଥମ ମିଶନ୍, ଯାହାର ନାମ ‘ପ୍ରାରମ୍ଭ’ ରଖାଯାଇଛି। ଚେନ୍ନାଇଠାରୁ ୧୧୫ କିମି ଦୂର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନର ଲଞ୍ଚପ୍ୟାଡରୁ ଏହା ଉତକ୍ଷେପଣ କରାଯାଇଛି। ମିଶନ ସଫଳ ହୋଇଥିବାରୁ ସ୍କାଇରୁଟ୍ ଏରୋସ୍ପେସ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଦିଆଯାଇଛି।

ଏହାକୁ ଏକ ନୂତନ ଯୁଗର ଆରମ୍ଭ ଭାବରେ ବିବେଚନା କରାଯାଉଛି। କାରଣ ୨୦୨୦ ମସିହାରେ ଘରୋଇ କ୍ଷେତ୍ର ପାଇଁ ମହାକାଶକୁ ଖୋଲାଯାଇଛି। ସ୍କାଇରୁଟ୍ ଏରୋସ୍ପେସ୍ ସିଇଓ ନାଗା ଭରତ ଡାକ କହିଛନ୍ତି ବିକ୍ରମ-ଏସ ରକେଟ ହେଉଛି ଏକ ସିଙ୍ଗିଲଷ୍ଟେଜ ସବ୍-ଅର୍ବିଟାଲ୍ ଲଞ୍ଚ ଯାନ।

ଚନ୍ଦାନା କହିଛନ୍ତି ଯେ ଇସ୍ରୋ ଏବଂ ଭାରତୀୟ ଜାତୀୟ ମହାକାଶ ପ୍ରୋତ୍ସାହନ ଏବଂ ପ୍ରାଧିକରଣ କେନ୍ଦ୍ରର ସାହାଯ୍ୟ ପରେ ସ୍କାଇରୁଟ୍ ବିକ୍ରମ-ଏସ୍ ରକେଟ୍ ମିଶନକୁ ବହୁ କମ୍ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବାରେ ସକ୍ଷମ ହୋଇଥିଲା | ଭାରତୀୟ ମହାକାଶ କାର୍ଯ୍ୟକ୍ରମର ପ୍ରତିଷ୍ଠାତା ବିକ୍ରମ ସାରଭାଇଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱରୂପ ସ୍କାଇରୁଟର ଉତକ୍ଷେପଣ ଯାନଗୁଡ଼ିକର ନାମ ‘ବିକ୍ରମ’ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story