ଏଣିକି ଘରଭଡ଼ା ଉପରେ ଲାଗିବ ୧୮ ପ୍ରତିଶତ ଜିଏସଟି

ନୂଆଦିଲ୍ଲୀ: ଏଣିକି ଘରଭଡ଼ା ଉପରେ ଲାଗିବ ଦ୍ରବ୍ୟ ଏବଂ ସେବା କର ବା ଜିଏସଟି। ଘର ଭଡ଼ାରେ ଲାଗିବ ୧୮ ପ୍ରତିଶତ ଜିଏସଟି। ଜୁଲାଇ ୧୮ରୁ ଲାଗୁ ହୋଇଥିବା ନୂଆ ଜିଏସଟି ନିୟମରେ ଏହା ରହିଛି। କିନ୍ତୁ ଏହି ଜିଏସଟି ସବୁ ଘର ଭଡ଼ାଟିଆଙ୍କୁ ଦେବାକୁ ପଡ଼ିବନି। କେବଳ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହୃତ ହେଉଥିବା ଘର ଉପରେ ଜିଏସଟି ଲାଗିବ। ଶୁକ୍ରବାର ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର। କୌଣସି ଘରୋଇ (ପ୍ରାଇଭେଟ) ଲୋକ ତଥା […]

GST

GST

Tapas Behera
  • Published: Friday, 12 August 2022
  • Updated: 12 August 2022, 08:40 PM IST

Sports

Latest News

ନୂଆଦିଲ୍ଲୀ: ଏଣିକି ଘରଭଡ଼ା ଉପରେ ଲାଗିବ ଦ୍ରବ୍ୟ ଏବଂ ସେବା କର ବା ଜିଏସଟି। ଘର ଭଡ଼ାରେ ଲାଗିବ ୧୮ ପ୍ରତିଶତ ଜିଏସଟି। ଜୁଲାଇ ୧୮ରୁ ଲାଗୁ ହୋଇଥିବା ନୂଆ ଜିଏସଟି ନିୟମରେ ଏହା ରହିଛି। କିନ୍ତୁ ଏହି ଜିଏସଟି ସବୁ ଘର ଭଡ଼ାଟିଆଙ୍କୁ ଦେବାକୁ ପଡ଼ିବନି। କେବଳ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହୃତ ହେଉଥିବା ଘର ଉପରେ ଜିଏସଟି ଲାଗିବ। ଶୁକ୍ରବାର ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର। କୌଣସି ଘରୋଇ (ପ୍ରାଇଭେଟ) ଲୋକ ତଥା ବ୍ୟକ୍ତିଗତ ବ୍ୟବହାର ପାଇଁ ଏହି କର ଲାଗୁ ହେବ ନାହିଁ। ପ୍ରାଇଭେଟ କିମ୍ବା ବ୍ୟକ୍ତିଗତ ଉଦ୍ଦେଶ୍ୟରେ ବ୍ୟବହାର ହେଉଥିଲେ ସେମାନଙ୍କୁ ବାଦ ଦିଆଯିବ। ବ୍ୟବସାୟିକ ଉଦ୍ଦେଶ୍ୟରେ ଘର ଭଡ଼ା କାରବାର ନେଇ ଜିଏସଟିରେ ପଞ୍ଜିକରଣ କରିବାକୁ ନୂଆ ନିୟମ ହୋଇଛି।

ଘର ମାଲିକ କିମ୍ବା ଜମି ମାଲିକଙ୍କୁ ଏହି ଜିଏସଟି ଦେବାକୁ ପଡ଼ିବନି।  ରିଜର୍ଭ ଚାର୍ଜ ମେକାରନିଜିମ ଅଧୀନରେ ୧୮ ପ୍ରତିଶତ ଜିଏସଟି ଦେବାକୁ ପଡ଼ିବ। ବ୍ୟବସାୟିତ କ୍ଷେତ୍ରରେ  ବ୍ୟକ୍ତିଙ୍କ ବାର୍ଷିକ ସ୍ଥରୀକୃତ ଟର୍ଣ୍ଣଓଭର ଅନୁଯାୟୀ ଏହି ଜିଏସଟି ସ୍ଥିର ହେବ। ଏହି ନୂଆ ନିୟମ କମ୍ପାନୀ ତଥା ଯେଉଁମାନେ ଘର ଭଡ଼ା ନେଇ ବ୍ୟବସାୟ ଚଳାଉଛନ୍ତି ସେମାନଙ୍କ ଉପରେ ପ୍ରଭାବ ପକାଇବ। ବିଶେଷ କରି ବ୍ୟବସାୟିକ ଉଦ୍ଦେଶ୍ୟରେ ଅଫିସ ଏବଂ ଗୋଦାମ ଘର ପାଇଁ ନେଇଥିବା ଘର ଉପରେ ଜିଏସଟି ଲାଗିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story