Advertisment

ପାଣି ଭିତରେ ପ୍ଲେନ୍‌ କ୍ରାଶ, ୨୩ ଉଦ୍ଧାର

ନୂଆଦିଲ୍ଲୀ: ପାଣି ଭିତରେ ପ୍ଲେନ୍‌ କ୍ରାଶ। ମୱାନଜାରୁ ବୁକୋବା ଅଭିମୁଖେ ଯାତ୍ରା କରୁଥିବା ଏକ ବିମାନ ତାଞ୍ଜାନିଆର ଲେକ ଭିକ୍ଟୋରିଆ ହ୍ରଦରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କୁ ଉଦ୍ଧାର କରାଯାଇଛି। ବିମାନରେ ୪୯ ଜଣ ଯାତ୍ରୀ ଥିଲେ। ବୁଡ଼ିଯାଇଥିବା ଯାତ୍ରୀଙ୍କୁ ଉଦ୍ଧାର ପାଈଁ ଅପରେଶନ ଜାରି ରହିଛି। ବିମାନ ଦୁର୍ଘଟଣାର ଭିଡିଓ ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଦୃଶ୍ୟ ସୋଶାଲ ମିଡିଆରେ ଭାରାଲ ହୋଇଛି । ଆଫ୍ରିକାର ସର୍ବବୃହତ୍ତ ହ୍ରଦ ଲେକ ଭିକ୍ଟୋରିଆରେ […]

ପାଣି ଭିତରେ ପ୍ଲେନ୍‌ କ୍ରାଶ, ୨୩ ଉଦ୍ଧାର

iop1

Advertisment

ନୂଆଦିଲ୍ଲୀ: ପାଣି ଭିତରେ ପ୍ଲେନ୍‌ କ୍ରାଶ। ମୱାନଜାରୁ ବୁକୋବା ଅଭିମୁଖେ ଯାତ୍ରା କରୁଥିବା ଏକ ବିମାନ ତାଞ୍ଜାନିଆର ଲେକ ଭିକ୍ଟୋରିଆ ହ୍ରଦରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କୁ ଉଦ୍ଧାର କରାଯାଇଛି। ବିମାନରେ ୪୯ ଜଣ ଯାତ୍ରୀ ଥିଲେ। ବୁଡ଼ିଯାଇଥିବା ଯାତ୍ରୀଙ୍କୁ ଉଦ୍ଧାର ପାଈଁ ଅପରେଶନ ଜାରି ରହିଛି। ବିମାନ ଦୁର୍ଘଟଣାର ଭିଡିଓ ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଦୃଶ୍ୟ ସୋଶାଲ ମିଡିଆରେ ଭାରାଲ ହୋଇଛି । ଆଫ୍ରିକାର ସର୍ବବୃହତ୍ତ ହ୍ରଦ ଲେକ ଭିକ୍ଟୋରିଆରେ ବିମାନଟି ଅଧା ବୁଡ଼ି ରହିଥିବାର ଦୃଶ୍ୟ ସାମ୍ନାକୁ ଆସିଛି। କ୍ରାସ କରିଥିବା ବିମାନ ତାଞ୍ଜାନିଆର ସର୍ବବୃହତ ଘରୋଇ ମାଲିକାନା

Advertisment

https://twitter.com/BNONews/status/1589169110600110080?s=20&t=RoPou2UGMyib14i49IJ9FQ

ଏୟାରଲାଇନ୍ସ ପ୍ରେସିକନ୍‌ ଏୟାର ବିମାନ PW 494 ବୋଲି ଜଣାପଡ଼ିଛି।  ଏହା ବୁକୋବା ବିମାନବନ୍ଦର ନିକଟରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe