ଥମୁନି ତୈଳଦର, ଆଜି ପୁଣି ବଢ଼ିଲା

ନୂଆଦିଲ୍ଲୀ: ପାର୍ବଣ ଋତୁ ଚାଲିଥିଲେ ମଧ୍ୟ ଲୋକଙ୍କୁ ମହଙ୍ଗା ମାଡ଼ରୁ କୌଣସି ନିସ୍ତାର ମିଳୁନି। ଆଜି କ୍ରମାଗତ ୭ମ ଦିନ ପାଇଁ ଦେଶରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ମହଙ୍ଗା ହୋଇଛି। ସମଗ୍ର ଦେଶରେ ପେଟ୍ରୋଲର ଲିଟର ପିଛା ୨୬ରୁ ୩୦ ପଇସା ବଢ଼ିଥିବା ବେଳେ ଡିଜେଲ ୩୩ରୁ ୩୭ ପଇସା ବୃଦ୍ଧି ପାଇଛି। ସୋମବାର ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲର ଲିଟର ପିଛା ଦାମ ଯଥାକ୍ରମେ ୩୦ ପଇସା ଏବଂ ୩୫ ପଇସା ବଢ଼ିଛି। […]

Petrol

Petrol

Hemant Lenka
  • Published: Monday, 11 October 2021
  • Updated: 11 October 2021, 08:18 AM IST

Sports

Latest News

ନୂଆଦିଲ୍ଲୀ: ପାର୍ବଣ ଋତୁ ଚାଲିଥିଲେ ମଧ୍ୟ ଲୋକଙ୍କୁ ମହଙ୍ଗା ମାଡ଼ରୁ କୌଣସି ନିସ୍ତାର ମିଳୁନି। ଆଜି କ୍ରମାଗତ ୭ମ ଦିନ ପାଇଁ ଦେଶରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ମହଙ୍ଗା ହୋଇଛି। ସମଗ୍ର ଦେଶରେ ପେଟ୍ରୋଲର ଲିଟର ପିଛା ୨୬ରୁ ୩୦ ପଇସା ବଢ଼ିଥିବା ବେଳେ ଡିଜେଲ ୩୩ରୁ ୩୭ ପଇସା ବୃଦ୍ଧି ପାଇଛି।

ସୋମବାର ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲର ଲିଟର ପିଛା ଦାମ ଯଥାକ୍ରମେ ୩୦ ପଇସା ଏବଂ ୩୫ ପଇସା ବଢ଼ିଛି। ବର୍ଦ୍ଧିତ ଦର ପରେ ଦିଲ୍ଲୀରେ ପେଟ୍ରୋଲର ଲିଟର ପିଛା ଦାମ ୧୦୪.୪୪ ଟଙ୍କା ଓ ଡିଜେଲ ୯୩.୧୭ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ୨୯ ପଇସା ଓ ଡିଜେଲ ୩୭ ପଇସା ବଢ଼ିଛି। ଫଳରେ ଆଜି ସକାଳୁ ମୁମ୍ବାଇବାସୀ ପେଟ୍ରୋଲ ଲିଟର ପିଛା ୧୧୦.୪୧ ଟଙ୍କା ଓ ଡିଜେଲ ୧୦୧.୦୩ ଟଙ୍କାରେ କିଣୁଛନ୍ତି।

କୋଲକାତରେ ପେଟ୍ରୋଲ ଲିଟର ପିଛା ୧୦୫.୦୯ ଟଙ୍କା ଓ ଚେନ୍ନାଇରେ ଏହା ୧୦୧.୭୯ ଟଙ୍କା ରହିଛି। ଦୁଇ ସହରରେ ଡିଜେଲର ଲିଟର ପିଛା ଦାମ ଯଥାକ୍ରମେ ୯୬.୨୮ ଟଙ୍କା ଓ ୯୭.୫୯ ଟଙ୍କା ଛୁଇଁଛି। ବର୍ତ୍ତମାନ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ବଢ଼ୁଥିବାରୁ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ମହଙ୍ଗା ହେଉଥିବା କୁହାଯାଉଛି।

ପେଟ୍ରୋଲ ଓ ଡିଜେଲର ଦାମ କ୍ରମାଗତ ଭାବେ ବଢ଼ୁଥିବାରୁ ଅନୁରୂପ ଭାବେ ବିଭିନ୍ନ ସାମଗ୍ରୀ ମଧ୍ୟ ମହଙ୍ଗା ହେଉଛି। ମହାମାରୀ କରୋନା ଲୋକଙ୍କ ଅଣ୍ଟା ଭାଙ୍ଗି ଦେଇଥିବା ବେଳେ ଏବେ ଦର ବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story