ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଥିବା ବେଳେ ଆଜି ପୁଣି ବଢ଼ିଛି ତୈଳ ଦର। ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପରେ ଗ୍ରାହକଙ୍କୁ ଲାଗିଛି ଆଉ ଏକ ଝଟକା। ଆଜି ସାକଳୁ ପୁଣି ପେଟ୍ରୋଲ ୨୬ ପଇସା ଓ ଡିଜେଲ ଦରରେ ୨୯ ପଇସା ବୃଦ୍ଧି ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୮ଟଙ୍କା୯୯ ପଇସାରେ ପହଁଚିଛି। ସେହିପରି ଡିଜେଲ ଦର ୭୯ଟଙ୍କା ୩୫ ପଇସା ପ୍ରତି ଲିଟର ହୋଇଛି।
ସେହିପରି ମୁମ୍ବାଇରେ ପେଟ୍ରୋଲ ୯୫.୪୬ ଏବଂ ଡିଜେଲ ୮୬.୩୪ ଟଙ୍କା ରହିଛି। ଅନ୍ୟପଟେ କୋଲକାତାରେ ପେଟ୍ରୋଲ ୯୦.୨୫ ଓ ଡିଜେଲ ୮୨.୯୪ଟଙ୍କା ହୋଇଛି, ଚେନ୍ନାଇରେ ପେଟ୍ରୋଲ ୯୧.୧୯ ଓ ଡିଜେଲ ୮୪.୪୪ଟଙ୍କା ରହିଛି।
ଲଗାତର ଆଜି ଅଷ୍ଟମ ଦିନ ପାଇଁ ତୈଳ ଦର ବୃଦ୍ଧି ହୋଇଛି। ଯେଉଁ ଭଳି ଭାବେ ଗ୍ୟାସ୍ ଏବଂ ପେଟ୍ରୋଲ ଡିଜେଲ ଦର ବଢ଼ିବାରେ ଲାଗିଛି, ଏହାକୁ ଦେଖି ସାଧାରଣରେ ଅସନ୍ତୋଷ ମଧ୍ୟ ବଢ଼ିବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।