କାନପୁର ମେଟ୍ରୋ ଟ୍ରେନ୍‌ ଉଦ୍‌ଘାଟନ କଲେ ମୋଦି

ଲକ୍ଷ୍ନୌ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପିର କାନପୁରରେ ୧୧,୦୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୋଦି ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରିଥିଲେ। ତାଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। ଉଭୟେ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରୁଥିବା ଫଟୋ ମଧ୍ୟ ଭାଇରାଲ ହୋଇଛି। କାନପୁର ମେଟ୍ରୋ ଟ୍ରେନ୍‌କୁ ଉଦ୍‌ଘାଟନ କରିବା ପରେ ଉଭୟେ ଆଇଆଇଟି ମେଟ୍ରୋ ଷ୍ଟେସନରୁ ଗୀତା ନଗର ଷ୍ଟେସନକୁ ଯାତ୍ରା କରିଥିଲେ। କାନପୁରରେ […]

modi

modi

Tapas Behera
  • Published: Tuesday, 28 December 2021
  • Updated: 28 December 2021, 05:32 PM IST

Sports

Latest News

ଲକ୍ଷ୍ନୌ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପିର କାନପୁରରେ ୧୧,୦୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୋଦି ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରିଥିଲେ। ତାଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। ଉଭୟେ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରୁଥିବା ଫଟୋ ମଧ୍ୟ ଭାଇରାଲ ହୋଇଛି। କାନପୁର ମେଟ୍ରୋ ଟ୍ରେନ୍‌କୁ ଉଦ୍‌ଘାଟନ କରିବା ପରେ ଉଭୟେ ଆଇଆଇଟି ମେଟ୍ରୋ ଷ୍ଟେସନରୁ ଗୀତା ନଗର ଷ୍ଟେସନକୁ ଯାତ୍ରା କରିଥିଲେ।

କାନପୁରରେ ମେଟ୍ରୋ ପ୍ରକଳ୍ପର ମୋଟ ଲମ୍ବ ହେଉଛି ୩୨ କିଲୋମିଟର । ଏଥିପାଇଁ ୧୧ ହଜାର କୋଟି ଟଙ୍କା ବ୍ୟୟ କରାଯାଇଛି। ବିଶେଷକରି ଆଇଆଇଟି କାନପୁରରୁ ମୋତି ଝେଲ ପର୍ଯ୍ୟନ୍ତ ୯ କିମି ଫୋକସ ଏରିଆ ବୋଲି  ପିଏମଓ ପକ୍ଷରୁ କୁହାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦୧୯ ନଭେମ୍ବର ୧୫ରୁ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ଦୁଇ ବର୍ଷ ପୂର୍ବେ  ମୋତି ଝେଲରୁ  କାନପୁର ଆଇଆଇଟି ପର୍ଯ୍ୟନ୍ତ ଟ୍ରାଏଲ ରନ୍ ଆରମ୍ଭ ହୋଇଥିଲା । ମେଟ୍ରୋ ପ୍ରକଳ୍ପର କାର୍ଯ୍ୟ ନେଇ ମୋଦି ମଧ୍ୟ ସମୀକ୍ଷା କରିଥିଲେ ।  ସେହିପରି ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ୩୫୬ କିମି ଲମ୍ବ ପାଇପଲାଇନ ପ୍ରକଳ୍ପ ମଧ୍ୟ ଆରମ୍ଭ କରିବେ।  ଏହି ପ୍ରକଳ୍ପ ପାଇଁ ୧୫,୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story