ନୀତି ଆୟୋଗ ବୈଠକରେ ଏହି ସବୁ ପ୍ରସଙ୍ଗ ଉଠିଲା, ସାମିଲ ହେଲେନି କେସିଆର

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜି ନୀତି ଆୟୋଗର ସପ୍ତମ ଗଭର୍ଣ୍ଣିଂ କାଉନସିଲ୍ ବୈଠକ ବସିଥିଲା।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ  ଦେଶର  ବିଭିନ୍ନ ପ୍ରସଙ୍ଗ ଉଠିଛି। ଏହି ବୈଠକରେ ତୈଳବୀଜ, ଡାଲି, କୃଷି ଜାତ ଦ୍ରବ୍ୟ, ନୂଆ ଶିକ୍ଷା ଆଇନ୍ ଆଦି ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ବୈଠକରେ ଦେଶର ପ୍ରାୟ ସମସ୍ତ ମୁଖ୍ୟମମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ଣ୍ଣର  ଯୋଗ ଦେଇଥିଲେ। […]

pm

pm

Tapas Behera
  • Published: Sunday, 07 August 2022
  • Updated: 07 August 2022, 03:50 PM IST

Sports

Latest News

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜି ନୀତି ଆୟୋଗର ସପ୍ତମ ଗଭର୍ଣ୍ଣିଂ କାଉନସିଲ୍ ବୈଠକ ବସିଥିଲା।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ  ଦେଶର  ବିଭିନ୍ନ ପ୍ରସଙ୍ଗ ଉଠିଛି। ଏହି ବୈଠକରେ ତୈଳବୀଜ, ଡାଲି, କୃଷି ଜାତ ଦ୍ରବ୍ୟ, ନୂଆ ଶିକ୍ଷା ଆଇନ୍ ଆଦି ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ବୈଠକରେ ଦେଶର ପ୍ରାୟ ସମସ୍ତ ମୁଖ୍ୟମମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ଣ୍ଣର  ଯୋଗ ଦେଇଥିଲେ। ହେଲେ ଏହି ବୈଠକରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖଫର ରାଓ ଯୋଗ ଦଆଇ ନାହାନ୍ତି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓଡିଶାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଛତିଶଗଡ଼ା ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା  ସମେତ ଅନେକ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗଦେଇଛନ୍ତି।

ଏହି ବୈଠକରେ  ରେଳ, ଟେଲିକମ୍, ବ୍ୟାଙ୍କ ସେବା ଭଳି ଗୁରୁତ୍ୱପୂର୍ଣ୍ଣ  କ୍ଷେତ୍ରରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ଦେବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ତାସହ ପ୍ରତିବର୍ଷ ପ୍ରାକୃତିକ ଦୁର୍ବିପାକର ସମ୍ମୁଖୀନ ହେଉଛି ଓଡ଼ିଶା।  ପ୍ରାକୃତିକ ବିପର୍ଯ୍ୟୟ  ପ୍ରଶମନ ପାଇଁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦେବା ସହ  ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦେବାକୁ ଦାବି କରିଛନ୍ତି ନବୀନ।  ଏଥିସହ ଫସଲ ବୀମା ଯୋଜନା କାର୍ଯ୍ୟକାରୀ କ୍ଷେତ୍ରରେ କିଛି ସମସ୍ୟା ରହିଯାଇଛି।

କାରଣ କିଛି ପ୍ରକୃତ ଚାଷୀ ଏଥିରୁ ବାଦ ପଡୁଛନ୍ତି।  ତେଣୁ ନୀତି ଆୟୋଗ ଏନେଇ  ଧ୍ୟାନ ଦେବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ  । ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି ନବୀନ ।  ଅଧିକାଂଶ  ଆଦିବାସୀ ଓ KBK ଜିଲ୍ଲା PMAYରୁ ବଞ୍ଚିତ ହୋଇଛନ୍ତି।   PMAY ସମ୍ବନ୍ଧିତ ଅସାମଞ୍ଜସ୍ୟ ତୁରନ୍ତ ଦୂର କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ  । ସେହିପରି ବୈଠକରେ ASI ଓ AMSARର  ରୂପାନ୍ତରଣ ଦାବି କରିଛନ୍ତି ନବୀନ। ସେହିପରି ଐତିହ୍ୟ ସ୍ଥଳର ବିକାଶ ଏବଂ ଟେକ୍ନୋଲୋଜି ଏବଂ ନ୍ୟାୟିକ ଢାଞ୍ଚା ଅନୁସାରେ ଏଏସଆଇରେ ଟ୍ରାନ୍ସଫର୍ମ ହେବାର ଆବଶ୍ୟକତା ରହିଛି ।  AMSAR ଆକ୍ଟା ସଂଶୋଧନର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story