ଋଷଭ ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି  

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ଋଷଭ ପନ୍ତଙ୍କର ମର୍ସିଡିଜ୍‌ କାର୍‌ ଆଜି ଉତ୍ତରାଖଣ୍ଡର ରୁର୍କୀରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଦିଲ୍ଲୀରୁ ଉତ୍ତରାଖଣ୍ଡକୁ ଆସୁଥିବା ବେଳେ ଭାରତୀୟ କ୍ରିକେଟ୍‌ ଖେଳାଳି ଋଷଭ ପନ୍ତଙ୍କ କାରର ଭୟାବହ ଦୁର୍ଘଟଣା ହୋଇଥିଲା। ସଡ଼କ ଡିଭାଇଡର୍‌ରେ  ଧକ୍କା ଖାଇବା ପରେ ଋଷଭଙ୍କ କାର୍‌ରେ ନିଆଁ ଲାଗିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। କୌଣସି ମତେ ସେ କାର ଝରକାରୁ ବାହାରି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ […]

Rishabh-Pant

Rishabh-Pant

Tapas Behera
  • Published: Friday, 30 December 2022
  • Updated: 30 December 2022, 08:05 PM IST

Sports

Latest News

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ଋଷଭ ପନ୍ତଙ୍କର ମର୍ସିଡିଜ୍‌ କାର୍‌ ଆଜି ଉତ୍ତରାଖଣ୍ଡର ରୁର୍କୀରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଦିଲ୍ଲୀରୁ ଉତ୍ତରାଖଣ୍ଡକୁ ଆସୁଥିବା ବେଳେ ଭାରତୀୟ କ୍ରିକେଟ୍‌ ଖେଳାଳି ଋଷଭ ପନ୍ତଙ୍କ କାରର ଭୟାବହ ଦୁର୍ଘଟଣା ହୋଇଥିଲା। ସଡ଼କ ଡିଭାଇଡର୍‌ରେ  ଧକ୍କା ଖାଇବା ପରେ ଋଷଭଙ୍କ କାର୍‌ରେ ନିଆଁ ଲାଗିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। କୌଣସି ମତେ ସେ କାର ଝରକାରୁ ବାହାରି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି କରିଛନ୍ତି। ଉକ୍ତ ଟୁଇଟରେ ମୋଦି ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କର ଭଲ ସ୍ୱାସ୍ଥ୍ୟ ପାଇଁ କାମନା କରିଛନ୍ତି। ୨୫ବର୍ଷୀୟ ପନ୍ତଙ୍କୁ ଗଭୀର କ୍ଷତ ଲାଗିଛି। ତାଙ୍କ ମୁଣ୍ଡ, ପିଠି ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ହରିଦ୍ୱାରର ଏସ୍‌ଏସ୍‌ପି ଅଜୟ ସିଂହ କହିଛନ୍ତି। ଦୁର୍ଘଟଣା ସମ୍ପର୍କରେ ଉତ୍ତରାଖଣ୍ଡ ପୁଲିସ ମହାନିର୍ଦେଶକ ଅଶୋକ କୁମାର କହିଛନ୍ତି ଯେ, ଦୁର୍ଘଟଣା ସମୟରେ ପନ୍ତ କାର୍‌ରେ ଏକାକୀ ଥିଲେ। କାର୍‌ରେ ନିଆଁ ଲାଗିଯିବାରୁ ସେ ଗାଡ଼ିର ସାମନା କାଚ ଭାଙ୍ଗି ବାହାରି ଆସିଥିଲେ। ତାଙ୍କ ମୁଣ୍ଡ, ଆଣ୍ଠୁ ଓ ଆଣ୍ଠୁ ତ‌ଳକୁ ଆଘାତ ଲାଗିଥିବା କୁହାଯାଉଛି। ଡେରାଡୁନ୍‌ସ୍ଥିତ ମ୍ୟାକ୍ସ୍‌ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ନେଇ ଯାଇଥିଲେ। ସେଠାରେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି କୁହାଯାଇଛି। ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story