ୟୁକ୍ରେନ୍‌ରେ ଫସିଥିବା ଭାରତୀୟଙ୍କୁ ନେଇ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ୟୁକ୍ରେନ୍‌ରେ ଫସିଥିବା ଭାରତୀୟଙ୍କ ଉଦ୍ଧାର ସମ୍ପର୍କିତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏଥିରେ ସୁମି ସହ ୟୁକ୍ରେନର ଅନେକ ଅଞ୍ଚଳରେ ଫସି ଥିବା ଭାରତୀୟଙ୍କୁ ତୁରନ୍ତ ଉଦ୍ଧାର କରିବା ଉପରେ ଆଲୋଚନା କରାଯାଇଛି। ଶନିବାର ବସିଥିବା  ଚ୍ଚସ୍ତରୀୟ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର, କେନ୍ଦ୍ରୀୟ ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲଙ୍କ, ବୈଦେଶିକ ମନ୍ତ୍ରଣାଳୟର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଲା ଏବଂ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ […]

Modi

Modi

Tapas Behera
  • Published: Saturday, 05 March 2022
  • Updated: 05 March 2022, 10:28 PM IST

Sports

Latest News

ନୂଆଦିଲ୍ଲୀ: ୟୁକ୍ରେନ୍‌ରେ ଫସିଥିବା ଭାରତୀୟଙ୍କ ଉଦ୍ଧାର ସମ୍ପର୍କିତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏଥିରେ ସୁମି ସହ ୟୁକ୍ରେନର ଅନେକ ଅଞ୍ଚଳରେ ଫସି ଥିବା ଭାରତୀୟଙ୍କୁ ତୁରନ୍ତ ଉଦ୍ଧାର କରିବା ଉପରେ ଆଲୋଚନା କରାଯାଇଛି।

ଶନିବାର ବସିଥିବା  ଚ୍ଚସ୍ତରୀୟ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର, କେନ୍ଦ୍ରୀୟ ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲଙ୍କ, ବୈଦେଶିକ ମନ୍ତ୍ରଣାଳୟର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଲା ଏବଂ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ରହିଥିଲେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ସଂକଟ ଉପରେ ଅନେକୋର ଉଚ୍ଚ ସ୍ତରୀୟ ବୈଠକର ଅଧ୍ୟକ୍ଷତା କରିସାରିଛନ୍ତି।

ସେପଟେ ୟୁକ୍ରେନର ରାଜଧାନୀ କିଭ୍‌ରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ସେଠାରେ ଫସିରହିଥିବା ଭାରତୀୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜି ଏକ ଜରୁରୀ ସୂଚନା ଜାରି କରାଯାଇଛି । ଦୂତାବାସ ପକ୍ଷରୁ କୁହାଯାଇଛି ଯେ, କେବଳ ଖାରକିବ ଓ ସୁମିକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଅଞ୍ଚଳରେ ଥିବା ପ୍ରାୟ ୧୦ ହଜାର ଭାରତୀୟ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଖାରକିବରେ ଯୁଦ୍ଧ ଚାଲୁରହିଥିଲେ ବି ଗତ କିଛି ଦିନ ମଧ୍ୟରେ ପ୍ରାୟ ୫୦୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ସେହିପରି ପେସୋଚିନରୁ ପ୍ରାୟ ୩୦୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story