ଦେଶରେ 5G ସେବାର ଶୁଭାରମ୍ଭ, ୧୦ ଗୁଣ ବଢ଼ିଯିବ ଇଣ୍ଟରନେଟ୍‌ ସ୍ପିଡ୍‌

ନଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି 5G ସେବା। ଏଥିସହ ଗ୍ରାହକଙ୍କୁ ଆଜିଠାରୁ ଅତ୍ୟାଧୁନିକ ମୋବାଇଲ ସେବା ମିଳିବ। ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭ ଉଦଘାଟନ କରିଛନ୍ତି। ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡି ହୋଇଛି, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା। ପ୍ରଥମ ପର୍ଯ୍ୟାୟରେ ଏହା ୧୩ଟି ସହରରେ ଆରମ୍ଭ ହୋଇଛି। ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, […]

5G

5G

Madhupriya Mistry
  • Published: Saturday, 01 October 2022
  • Updated: 01 October 2022, 11:17 AM IST

Sports

Latest News

ନଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି 5G ସେବା। ଏଥିସହ ଗ୍ରାହକଙ୍କୁ ଆଜିଠାରୁ ଅତ୍ୟାଧୁନିକ ମୋବାଇଲ ସେବା ମିଳିବ। ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭ ଉଦଘାଟନ କରିଛନ୍ତି। ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡି ହୋଇଛି, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା।

PM Modi लॉन्च कर रहे 5G सर्विस

ପ୍ରଥମ ପର୍ଯ୍ୟାୟରେ ଏହା ୧୩ଟି ସହରରେ ଆରମ୍ଭ ହୋଇଛି। ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, କୋଲକତା, ଚେନ୍ନାଇ, ଲକ୍ଷ୍ମୌ, ପୁନେ, ଦିଲ୍ଲୀ ଓ ମୁମ୍ବାଇରେ 5G ସେବା ଆରମ୍ଭ ହୋଇଛି।

https://twitter.com/ani_digital/status/1576076319565434880?s=20&t=cCbHRhiHYdG9DkgVZqzD0w

ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5G ନେଟୱର୍କ ସେବା ଆରମ୍ଭ ହେବ। ୨୦୩୦ ସୁଦ୍ଧା ଏହି ସେବା ଧୀରେ ଧୀରେ ସମଗ୍ର ଦେଶରେ ଆରମ୍ଭ ବୋଲି ଆଶା କରାଯାଉଛି। ଆଜିର ଏହି 5G ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତୀ ମୁକେଶ ଅମ୍ୱାନୀ ଓ ପୁଅ ଆକାଶ ଅମ୍ୱାନୀ ପ୍ରମୁଖ ସାମିଲ ହୋଇଥିଲେ।

ପ୍ରଥମେ ମେଟ୍ରୋ ସହରରେ ଏହି ସେବା ଆରମ୍ଭ ହେବ। ପରେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଏହା ଅନ୍ୟ ସହରରେ ଆରମ୍ଭ କରାଯିବ। ଫାଇଭ ଜି ସେବା ଫୋର୍-ଜିଠୁ ୧୦ ଗୁଣା ସ୍ପିଡ୍ ସେବା ଦେବା। ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ବଢିପାରିବ। ୟୁଜର୍ସଙ୍କ ପାଇଁ ଡାଉନଲୋଡ୍ ସ୍ପିଡ ବଢ଼ାଇବ ୫ଜି।

ଅକ୍ଟୋବର ପହିଲାରୁ ଦିଲ୍ଲୀର ପ୍ରଗତି ମଇଦାନରେ ଭାରତୀୟ ମୋବାଇଲ୍ କଂଗ୍ରେସ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ।

https://twitter.com/ANI/status/1576072490333241344?s=20&t=kkZGHbj4c8n0syG4aWqh4A

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story