ମନେପଡ଼ନ୍ତି ବାଜପେୟୀ, ‘ସଦୈବ ଅଟଳ’ ସ୍ଥଳରେ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ: ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ। ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ । ‘ସଦୈବ ଅଟଳ’ ସ୍ଥଳରେ ଅଟଳଜୀଙ୍କ ସମାଧୀରେ ପୁଷ୍ପମାଲ୍ୟ ଅପଣ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି। ସେହିପରି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ‘ବିଜେପି’ ମୁଖ୍ୟ ଜେ. ପି. ନଡ୍ଡା ମଧ୍ୟ ‘ସଦୈବ ଅଟଳ’ରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ […]

atal-bihari-vajpayee -birth-anniversary

atal-bihari-vajpayee -birth-anniversary

Madhupriya Mistry
  • Published: Sunday, 25 December 2022
  • Updated: 25 December 2022, 11:22 AM IST

Sports

Latest News

ନୂଆଦିଲ୍ଲୀ: ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ। ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ । ‘ସଦୈବ ଅଟଳ’ ସ୍ଥଳରେ ଅଟଳଜୀଙ୍କ ସମାଧୀରେ ପୁଷ୍ପମାଲ୍ୟ ଅପଣ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି।

ସେହିପରି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ‘ବିଜେପି’ ମୁଖ୍ୟ ଜେ. ପି. ନଡ୍ଡା ମଧ୍ୟ ‘ସଦୈବ ଅଟଳ’ରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ‘ଜୟନ୍ତୀରେ ଅଟଳଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି। ଭାରତ ପ୍ରତି ତାଙ୍କର ଅବଦାନ ଅବିସ୍ମରଣୀୟ। ତାଙ୍କର ନେତୃତ୍ୱ ଓ ଦୃଷ୍ଟିଭଙ୍ଗୀ କୋଟି କୋଟି ଜନତାଙ୍କୁ ପ୍ରେରିତ କରେ।’

https://twitter.com/narendramodi/status/1606831387247808513?s=20&t=Pg-dSf_ca8B7FvmzL6Rmtg

ବାଜପେୟୀ ୧୯୨୪ ମସିହା ଡିସେମ୍ବର ୨୫ ତାରିଖ ଗ୍ଵାଲିୟରର ଏକ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପା କୃଷ୍ଣବିହାରୀ ବାଜପେୟୀ ଓ ମା’ କୃଷ୍ଣା ଦେବୀ। ମହାତ୍ମା ରାମଚନ୍ଦ୍ର ବୀରଙ୍କ ଦ୍ୱାରା ରଚିତ ଅମର କୃତି ‘ବିଜୟ ପତାକା’ ପଢ଼ି ବାଜପେୟୀଙ୍କ ଜୀବନର ଗତି ବଦଳି ଯାଇଥିଲା। ଛାତ୍ର ଜୀବନରେ ସେ ଆରଏସ୍ଏସର ସ୍ୱୟଂସେବକ ହୋଇଥିଲେ।

୧୯୩୯ରେ ସେ ଆରଏସଏସରେ ଯୋଗ ଦେଇଥିଲେ। ବାବା ସାହେବ ଆପତେଙ୍କ ଦ୍ୱାରା ପ୍ରଭାବିତ ହୋଇ,୧୯୪୭ରେ ଆରଏସଏସର ପ୍ରଚାରକ ଭାବେ ବାଜପେୟୀ ଦାୟିତ୍ୱ ନେଇଥିଲେ। ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ସଚିବ ଭାବେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ବାଜପେୟୀ।

୧୯୯୯ମସିହା ଅକ୍ଟୋବର ୧୩ ତାରିଖ ଦିନ ଜାତୀୟ ଗଣତାନ୍ତ୍ରିକ ସାମ୍ମୁଖ୍ୟ ନାମକ ଏକ ନୂତନ ମିଳିତ ସରକାରର ମୁଖ୍ୟ ଭାବେ ସେ କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ୧୯୯୬ ମସିହାରେ ସେ ଅଳ୍ପଦିନ ପାଇଁ ପ୍ରଧାନମନ୍ତ୍ରୀ ପଦ ସମ୍ଭାଳି ଥିଲେ। ସେ ଲୋକସଭାକୁ ୯ ଥର ନିର୍ବାଚିତ ହୋଇଥିବାବେଳେ, ରାଜ୍ୟସଭାକୁ ଦୁଇ ଥର ନିର୍ବାଚିତ ହୋଇଥିଲେ।

୨୦୧୮ ମସିହା ଅଗଷ୍ଟ ୧୬ ତାରିଖରେ ନୀରବି ଯାଇଥିଲେ ବାଜପେୟୀ। ୯୩ବର୍ଷ ବୟସରେ ଏହି ମହାନ ପୁରୁଷଙ୍କର ଦେହାନ୍ତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story