ଆଜି ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ । ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣ କରିବେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ରକ୍ରମରେ  ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହୋଇ ଚାପ ମୁକ୍ତ ପରୀକ୍ଷା ସମ୍ପର୍କରେ ନିଜ ନିଜର ମତ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ […]

Modi

Modi

Tapas Behera
  • Published: Friday, 01 April 2022
  • Updated: 01 April 2022, 08:52 AM IST

Sports

Latest News

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ । ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣ କରିବେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ରକ୍ରମରେ  ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହୋଇ ଚାପ ମୁକ୍ତ ପରୀକ୍ଷା ସମ୍ପର୍କରେ ନିଜ ନିଜର ମତ ପ୍ରଦାନ କରିବେ।

ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଗତ ଡିସେମ୍ବର ଓ ଜାନୁଆରୀ ମାସରେ ଅନଲାଇନ୍‌ରେ ଏକ କ୍ରିଏଟିଭ୍ ରାଇଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୫ଲକ୍ଷରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ । କାର୍ଯ୍ୟକ୍ରମର ପ୍ରଥମ ତିନିଟି ଏଡିସନ୍ ଦିଲ୍ଲୀର ଟାଉନ୍ ହଲରେ ହୋଇଥିବା ବେଳେ କରୋନା ଯୋଗୁଁ ଚତୁର୍ଥ ସଂସ୍କରଣ ଅନଲାଇନରେ ହୋଇଥିଲା । ଏହି କାର୍ଯ୍ୟକ୍ରମ ଜରିଆରେ ପିଲାଙ୍କୁ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story