ଶନିବାର ଉଦ୍‌ଘାଟନ ହେବ ଦେଶର ପ୍ରଥମ ଖେଳଣା ମେଳା

ନୂଆଦିଲ୍ଲୀ: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ତାରିଖ ଦିନ ୧୧ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦ୍‌ଘାଟନ କରିବେ। ଶିଶୁର ମନର ବିକାଶରେ ଖେଳଣାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ବେଳେ ତାହାର ମନସ୍ତାତ୍ୱିକ ଓ ବୋଧଶକ୍ତିର ବିକାଶ ମଧ୍ୟ କରିଥାଏ । ଗତବର୍ଷ ଅଗଷ୍ଟ ମାସରେ ମନ କୀ ବାତ୍ ଜରିଆରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଖେଳଣା କେବଳ କର୍ମ ପ୍ରବଣ କରେ ନାହିଁ, ପରନ୍ତୁ ଆକାଂକ୍ଷାକୁ ମଧ୍ୟ ପ୍ରୋତ୍ସାହନ ଦେଇଥାଏ । […]

modi

modi

Subhransu Sekhar
  • Published: Thursday, 25 February 2021
  • Updated: 25 February 2021, 10:16 PM IST

Sports

Latest News

ନୂଆଦିଲ୍ଲୀ: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ତାରିଖ ଦିନ ୧୧ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦ୍‌ଘାଟନ କରିବେ। ଶିଶୁର ମନର ବିକାଶରେ ଖେଳଣାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ବେଳେ ତାହାର ମନସ୍ତାତ୍ୱିକ ଓ ବୋଧଶକ୍ତିର ବିକାଶ ମଧ୍ୟ କରିଥାଏ । ଗତବର୍ଷ ଅଗଷ୍ଟ ମାସରେ ମନ କୀ ବାତ୍ ଜରିଆରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଖେଳଣା କେବଳ କର୍ମ ପ୍ରବଣ କରେ ନାହିଁ, ପରନ୍ତୁ ଆକାଂକ୍ଷାକୁ ମଧ୍ୟ ପ୍ରୋତ୍ସାହନ ଦେଇଥାଏ । ଖେଳଣା ଶିଶୁର ସାମଗ୍ରିକ ବିକାଶରେ ସହାୟକ ହେଉଥିବାରୁ ପ୍ରଧାନମନ୍ତ୍ରୀ ଭାରତରେ ଖେଳଣା ତିଆରି ଉପରେ ଗୁରତ୍ୱାଆରୋପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିର ଫଳସ୍ୱରୂପ ଭାରତ ଖେଳଣା ମେଳା -୨୦୨୧ ଆୟୋଜିତ ହେଉଛି।

ଏହି ମେଳା ଫେବୃୟାରୀ ୨୭ରୁ ମାର୍ଚ୍ଚ ଦୁଇ ତାରିଖ ମଧ୍ୟରେ ଆୟୋଜିତ ହେବ। ସମସ୍ତ ଅଂଶଗ୍ରହଣକାରୀ ଯଥା କ୍ରେତା, ବିକ୍ରେତା, ବିଦ୍ୟାର୍ଥୀ, ଶିକ୍ଷକ, ଡିଜାଇନର ଭର୍ଚୁଆଲ ଫ୍ଲାଟଫର୍ମରେ ଏକତ୍ରିତ ହୋଇ ଖେଳଣା ଶିଳ୍ପର ବିକାଶ ଉପରେ ନିଜ ନିଜ ମତମତ ରଖିବେ। ଏହି ପ୍ଲାଟଫର୍ମ ଜରିଆରେ ସରକାର ଓ ଶିଳ୍ପ ସଂସ୍ଥା ଏକାଠି ଭାରତ ଭବିଷ୍ୟତରେ କିପରି ଖେଳଣା ଉତ୍ପାଦନରେ ବିଶ୍ୱରେ ଅଗ୍ରଣୀ ଭୂମିକା ନେବ ତଥା ଏ ଦିଗରେ ପୁଞ୍ଜିନିବେଶ ଓ ରପ୍ତାନୀ ବୃଦ୍ଧି ଇତ୍ୟାଦି ନେଇ ଆଲୋଚନା କରିବେ।

୩୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ଏକ ହଜାରରୁ ଅଧିକ ପ୍ରଦର୍ଶକ ସେମାନଙ୍କ ସାମଗ୍ରୀର ଇ-କମର୍ସ ଜରିଆରେ ଭର୍ଚ୍ୟୁଆଲ ପ୍ରଦର୍ଶନ କରିବେ । ଏଥିରେ ଭାରତୀୟ ପାରମ୍ପରିକ ଖେଳନା ବ୍ୟତୀତ ଆଧୁନିକ ଖେଳନା ଯଥା ଇଲେକ୍‌ଟୋନିକ ଖେଳନା, ତୁଳା ଓ ପଶମ ଖେଳନା, ପଜଲ ଓ ଗେମ୍‌ସ ଜାତୀୟ ଖେଳନା ପ୍ରଦର୍ଶିତ ହେବ । ଏଥିପାଇଁ ଆୟୋଜିତ ହେବାକୁ ଥିବା ୱେବିନାର ଓ ପାଜେଲ ଡିସ୍‌କସନରେ ବହୁ ବିଶିଷ୍ଟ ଜାତୀୟ ଓ ଆନ୍ତର୍ଜାତୀୟ ବକ୍ତା ଭାଗ ନେବେ । ଅନେକ ପ୍ରକାର କାର୍ଯ୍ୟକଳାପ ନିମନ୍ତେ ପିଲାମାନଙ୍କ ପାଇଁ ଏହି ମେଳା ଏକ ଅପୂର୍ବ ସୁଯୋଗ ଆଣିଦେବ ।

ସୂଚନାଯୋଗ୍ୟ, ଏଲଓସିରେ ଚାଇନା ସୀମାରେ ଚାଇନାର ଦାଦାଗିରି ଦେଖିବାକୁ ମିଳିଛି। ଏହାରି ଭିତରେ ଚାଇନାକୁ ଉପରେ ଅଧିକ ନିର୍ଭର ନହୋଇ ଭାରତ ଏବେ ଆତ୍ମନିର୍ଭର ମୁହାଁ ହୋଇଛି। ଦେଶରେ ଖେଳଣା ମେଳା ଉପରେ ଚାଇନାର ରାଜୁତି ରହିଛି। ଏହାକୁ କାଉଣ୍ଟର କରିବାକୁ ଯାଇ ମୋଦି ସରକାର ଖେଳଣା ବଜାର ଉପରେ ଗୁରୁତ୍ୱ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story