ଜଳନ୍ଧର: ସୋମବାର ଜଳନ୍ଧରରେ ଦୁଇଜଣ ଯୁବତୀଙ୍କ ଉପରେ ପୁଲିସ ଅଧିକାରୀଙ୍କ ଗାଡ଼ି ମାଡ଼ି ଯିବାରୁ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ପୀଡିତାଙ୍କ ପରିବାର ନ୍ୟାୟ ପାଇଁ ଜାତୀୟ ରାଜପଥ ଅବରୋଧ କରିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ମୃତ ମହିଳା ଜଣକ ଜଲନ୍ଧରର ଧାନୋୱାଲି ନିବାସୀ ନବଜୋତ କୌର।
ଦ୍ରୁତ ଗତିରେ ପୁଲିସ ଗାଡିଟି ଜଳନ୍ଧର -ଫଗୱାରା ଜାତୀୟ ରାଜପଥରେ ସମ୍ପୃକ୍ତ ଦୁଇ ଜଣ ଯୁବତୀଙ୍କୁ ଧକ୍କା ଦେଇଥିଲା। ସମ୍ପୃକ୍ତ ୨ ଜଣ ମହିଳା ରାସ୍ତାକଡ଼ରେ ଠିଆ ହୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ସେମାନଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ବର୍ତ୍ତମାନ ଚିକିତ୍ସା ଚାଲିଛି। ନବଜୋତ କୌର ଏକ କାର ସୋରୁମ୍ରେ କାମ କରନ୍ତି । ସୋମବାର ଉକ୍ତ ର ସୋରୁମ୍ ଯିବା ପାଇଁ ରସେ ରାସ୍ତା ପାରି ହେଉଥିଲେ। ଏହି ସମୟରେ ପୁଲିସ ଜିପ୍ଟି ଆସି ଧକ୍କା ଦେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।