Advertisment

ହସପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ହସପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଖିର ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ଦ୍ରୌପଦୀ ଆର୍ମି ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ମୁଖପାତ୍ର ସୂଚନା ଦେଇଛନ୍ତି। ତେବେ ଏହି ଅସ୍ତ୍ରୋପଚାର ସଫଳ ହୋଇଛି। ରାଷ୍ଟ୍ରପତିଙ୍କ ଆଖିର ସଫଳ ଅସ୍ତ୍ରୋପଚାର ହୋଇଥିବା ରାଷ୍ଟ୍ରପତ ଭବନ ପକ୍ଷରୁ କୁହାଯାଇଛି। ୬୪ ବର୍ଷୀୟ ଦ୍ରୌପଦୀ ପଞ୍ଚଦଶତମ ରାଷ୍ଟ୍ରପତି ଭାବେ  ଗତ ଜୁଲାଇ ୨୫ ତାରିଖରେ ଶପଥ ଗ୍ରହଣ କରିଥିଲେ। ଆଜି ଆଖି ଅସ୍ତ୍ରୋପଚାର […]

ଆଜି ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ, ସମର୍ଥନ ଘୋଷଣା କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

Draupadi-murmu

Advertisment

ନୂଆଦିଲ୍ଲୀ: ହସପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଖିର ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ଦ୍ରୌପଦୀ ଆର୍ମି ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ମୁଖପାତ୍ର ସୂଚନା ଦେଇଛନ୍ତି। ତେବେ ଏହି ଅସ୍ତ୍ରୋପଚାର ସଫଳ ହୋଇଛି। ରାଷ୍ଟ୍ରପତିଙ୍କ ଆଖିର ସଫଳ ଅସ୍ତ୍ରୋପଚାର ହୋଇଥିବା ରାଷ୍ଟ୍ରପତ ଭବନ ପକ୍ଷରୁ କୁହାଯାଇଛି। ୬୪ ବର୍ଷୀୟ ଦ୍ରୌପଦୀ ପଞ୍ଚଦଶତମ ରାଷ୍ଟ୍ରପତି ଭାବେ  ଗତ ଜୁଲାଇ ୨୫ ତାରିଖରେ ଶପଥ ଗ୍ରହଣ କରିଥିଲେ। ଆଜି ଆଖି ଅସ୍ତ୍ରୋପଚାର ପାଇଁ ଦ୍ରୌପଦୀ ଆର୍ମି ହସପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଏହି ସର୍ଜରୀ ସଫଳ ହୋଇଛି ଏବ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା କୁହାଯାଇଛି। ପଞ୍ଚଦଶ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଚୟନରେ ଓଡ଼ିଆ ଝିଅ ତଥା ଜନଜାତି ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାଁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ ।ଆଉ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ। ପ୍ରାର୍ଥୀ ଘୋଷଣା ହେବା ପରେ ଦଳମତ ନିର୍ବିଶେଷରେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ  ପ୍ରାୟ ଅଧିକାଂଶ ଦଳ ସମର୍ଥନ କରିଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe