ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଅଟଳ ସମାଧି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ମୋଦି ସରକାରଙ୍କ ସମସ୍ତ ମନ୍ତ୍ରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ପ୍ରଧାନମନ୍ତ୍ରୀଙ୍କ ସହ ପୂର୍ବତନ […]

floral-tribute-to-former-pm-atal-bihari

floral-tribute-to-former-pm-atal-bihari

Madhupriya Mistry
  • Published: Tuesday, 16 August 2022
  • Updated: 16 August 2022, 10:37 AM IST

Sports

Latest News

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଅଟଳ ସମାଧି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ମୋଦି ସରକାରଙ୍କ ସମସ୍ତ ମନ୍ତ୍ରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ପ୍ରଧାନମନ୍ତ୍ରୀଙ୍କ ସହ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଅମିତ ଶାହା ଟ୍ୱିଟ କରି ଲେଖିଛନ୍ତି, ‘ମାତା ଭାରତୀଙ୍କ ଗୌରବକୁ ପୁନଃସ୍ଥାପିତ କରିବା ପାଇଁ ଅଟଳଜୀ ତାଙ୍କ ଜୀବନର ପ୍ରତ୍ୟେକ ମୁହୂର୍ତ୍ତକୁ ବିନିଯୋଗ କରିଥିଲେ। ସେ ଭାରତୀୟ ରାଜନୀତିରେ ଗରିବ କଲ୍ୟାଣ ଏବଂ ସୁଶାସନର ଏକ ନୂତନ ଯୁଗ ଆରମ୍ଭ କରିଥିଲେ। ବିଶ୍ୱକୁ ଭାରତର ସାହସ ଏବଂ ଶକ୍ତି ସହିତ ପରିଚୟ କରାଇଥିଲେ। ଆଜି ତାଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି।'

ଉଲ୍ଲେଖଯୋଗ୍ୟ, ୨୦୧୮ ଅଗଷ୍ଟ ୧୬ ତାରିଖରେ ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଅଟଳ ବିହାରୀ ବାଜପେୟୀଙ୍କ ଦେହାନ୍ତ ହୋଇଥିଲା। ତିନିଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ଅଟଳ ବିହାରୀ ବାଜପେୟୀ ମଧ୍ୟପ୍ରଦେଶର ଗ୍ୱାଲିଅର୍‌ରେ ଜନ୍ମ ଗ୍ରହଣ କରିଥିଲେ। ୧୯୨୪ ଡିସେମ୍ବର ୨୫ରେ ତାଙ୍କ ଜନ୍ମ ହୋଇଥିଲା। ବାଜପେୟୀଙ୍କ ଅବଦାନକୁ ଦୃଷ୍ଟିରେ ରଖି ତାଙ୍କୁ ୨୦୧୫ରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ 'ଭାରତ ରତ୍ନ'ରେ ସମ୍ମାନୀତ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story