ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଜାତି ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଦେଶବାସୀଙ୍କୁ ପ୍ରଥମ ଥର ପାଇଁ ସେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ, ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ପୂରଣ ହୋଇଛି। ୨୦୪୭ ସୁଦ୍ଧା ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନ ପୂରଣ କରିବୁ।  ଭାରତରେ ଗଣତନ୍ତ୍ର ଲଗାତାର ମଜଭୁତ ହେବାରେ ଲାଗିଛି। […]

draupdi

draupdi

Tapas Behera
  • Published: Sunday, 14 August 2022
  • Updated: 14 August 2022, 08:07 PM IST

Sports

Latest News

ନୂଆଦିଲ୍ଲୀ: ୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଜାତି ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଦେଶବାସୀଙ୍କୁ ପ୍ରଥମ ଥର ପାଇଁ ସେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ, ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ପୂରଣ ହୋଇଛି। ୨୦୪୭ ସୁଦ୍ଧା ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନ ପୂରଣ କରିବୁ।  ଭାରତରେ ଗଣତନ୍ତ୍ର ଲଗାତାର ମଜଭୁତ ହେବାରେ ଲାଗିଛି। ଆମେ ଦାରିଦ୍ର୍ୟ ଓ ଅଶିକ୍ଷା ବିରୋଧରେ ଲଢ଼େଇ ଲଢିଛୁ। ଅ ଆଜି ସାରା ବିଶ୍ୱ ଦେଖୁଛି ଭାରତର ଉଦୟ। ଆତ୍ମନିର୍ଭର ଭାରତ ଗଠନ ପାଇଁ ଉଦ୍ୟମ ଜାରି ରହିଛି। ଭାରତର ଅର୍ଥବ୍ୟବସ୍ଥା ଦ୍ରୁତଗତିରେ ବୃଦ୍ଧି ପାଉଥିବା କହିଛନ୍ତି।

୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଆମେ ଔପନିବେଶିକ ଶାସନର ଅନ୍ତ ଘଟାଇଥିଲୁ । ଏହି ଶୁଭ ଦିବସର ପାଳନ ଅବସରରେ ଆମେ ସମସ୍ତେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସାଦର ପ୍ରଣାମ କରୁଛେ । ସେମାନେ ତାଙ୍କର ସର୍ବସ୍ୱ ବଳିଦାନ ଦେଇଛନ୍ତି, ଯାହାଦ୍ୱାର ଆମେ ସମସ୍ତେ ସ୍ୱାଧୀନ ଭାରତରେ ନିଶ୍ୱାସ ନେଇପାରୁଛେ ବୋଲି ଦ୍ରୌପଦୀ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story