ଏନ୍‌କାଉଣ୍ଟର, ଟଳିଲେ ୩ ଲସ୍କର ଆତଙ୍କୀ

ଶ୍ରୀନଗର: ସେନାକୁ ମିଳିଲା ବଡ ସଫଳତା। ଜମ୍ମୁ କଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର ବେଳେ ୩ ଆତଙ୍କବାଦୀ ସଫା। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମାଡ ବେଳେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଲସ୍କର ସହ ସେମାନଙ୍କ ସମ୍ପୃକ୍ତି ଥିବା ଜଣାପଡିଛି। ଆଜି ସକାଳୁ ପୁଲୱାମା ଜିଲ୍ଲାର ଡ୍ରାବଗାମ ଅଞ୍ଚଳରେ ସୁରକ୍ଷାବାହିନୀର ଯବାନ ଓ ଆତଙ୍କାବଦୀ ମୁହାଁମୁହିଁ ହୋଇଥିଲେ। ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇବା ପରେ ଯବାନ କମ୍ବିଂ ଅପରେସନ ଆରମ୍ଭ […]

3-terrorists-killed

3-terrorists-killed

Madhupriya Mistry
  • Published: Sunday, 12 June 2022
  • Updated: 12 June 2022, 08:13 AM IST

Sports

Latest News

ଶ୍ରୀନଗର: ସେନାକୁ ମିଳିଲା ବଡ ସଫଳତା। ଜମ୍ମୁ କଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର ବେଳେ ୩ ଆତଙ୍କବାଦୀ ସଫା। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମାଡ ବେଳେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଲସ୍କର ସହ ସେମାନଙ୍କ ସମ୍ପୃକ୍ତି ଥିବା ଜଣାପଡିଛି।

ଆଜି ସକାଳୁ ପୁଲୱାମା ଜିଲ୍ଲାର ଡ୍ରାବଗାମ ଅଞ୍ଚଳରେ ସୁରକ୍ଷାବାହିନୀର ଯବାନ ଓ ଆତଙ୍କାବଦୀ ମୁହାଁମୁହିଁ ହୋଇଥିଲେ। ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇବା ପରେ ଯବାନ କମ୍ବିଂ ଅପରେସନ ଆରମ୍ଭ କରିଥିଲେ। ତେବେ ଯବାନଙ୍କୁ ଦେଖି ଆତଙ୍କବାଦୀ ପ୍ରଥମେ ଗୁଳିଚାଳନା କରିଥିଲେ। ଜବାବରେ ସୁରକ୍ଷାକର୍ମୀ ପାଲଟା ଆକ୍ରମଣ କରିଥିଲେ। ଯେଉଁଥିରେ ତିନି ହାର୍ଡକୋର୍ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

https://twitter.com/KashmirPolice/status/1535777817547288576?s=20&t=pzRghI286ps928K9lKWOXg

ମୃତ ଆତଙ୍କବାଦୀମାନେ ହେଲେ ପୁଲୱାମା ହରିପୋରାର ଇରଫାନ ମଲିକ(୨୫), ଫଜିଲ ନଜିର ଭଟ୍ଟ(୨୧) ଓ ଗୁଦୌରାର ଜୁନେଦ କାଦିର(୧୯)। ଏମାନେ ଆତଙ୍କବାଦୀମାନେ ସଙ୍ଗଠନ ଲସ୍କର-ଏ-ତୋଏବାର ସଦସ୍ୟ ଥିଲେ। ପୁଲିସ କନଷ୍ଟେବଲ ରିୟାଜ ଅହମ୍ମଦ ହତ୍ୟା ଘଟଣାରେ ଏମାନଙ୍କ ମଧ୍ୟରୁ ଜଣଙ୍କ ସଂପୃକ୍ତି ଥିଲା। ଘଟଣାସ୍ଥଳରୁ ୨ଟି ଏକେ-୪୭ ରାଇଫଲ, ଗୋଟିଏ ପିସ୍ତଲ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଜମ୍ମୁକଶ୍ମୀର ଆଇଜିପି ବିଜୟ କୁମାର ଏନେଇ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story