କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟ ଗଲା ପଞ୍ଜାବ

ନୂଆଦିଲ୍ଲୀ: କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ସ୍ୱର ତୀବ୍ର କଲା ପଞ୍ଜାବ।  ବିଏସଏଫର ସୀମା ପରିସର ବୃଦ୍ଧି ନେଇ ପଞ୍ଚାବ ବିରୋଧ କରି ଆସିଥିବା ବେଳେ ଆଜି ସୁପ୍ରିମକୋର୍ଟରେ ଦ୍ୱାରସ୍ଥ ହୋଇଛି।  କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଚାଲେଞ୍ଜ କରି ପଞ୍ଜାବ ସରକାର ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇଛନ୍ତି। ସୁପ୍ରିମକୋର୍ଟ ରେଜିଷ୍ଟ୍ରାରଙ୍କ ନିକଟରେ ଶୁକ୍ରବାର ଏହି ମକଦ୍ଦମା ଦାୟର କରାଯାଇଛି। ଆଟର୍ଣ୍ଣି ଜେନେରାଲଙ୍କ ମାଧ୍ୟମରେ ଏନେଇ କେନ୍ଦ୍ରକୁ ନୋଟିସ ଜାରି କରାଯାଇଛି। ଚାରି ସପ୍ତାହ ପରେ ସୁପ୍ରିମକୋର୍ଟର ଏକ ବେଞ୍ଚରେ ଏହି […]

Punjab

Punjab

Tapas Behera
  • Published: Saturday, 11 December 2021
  • Updated: 11 December 2021, 07:41 PM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ସ୍ୱର ତୀବ୍ର କଲା ପଞ୍ଜାବ।  ବିଏସଏଫର ସୀମା ପରିସର ବୃଦ୍ଧି ନେଇ ପଞ୍ଚାବ ବିରୋଧ କରି ଆସିଥିବା ବେଳେ ଆଜି ସୁପ୍ରିମକୋର୍ଟରେ ଦ୍ୱାରସ୍ଥ ହୋଇଛି।  କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଚାଲେଞ୍ଜ କରି ପଞ୍ଜାବ ସରକାର ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇଛନ୍ତି। ସୁପ୍ରିମକୋର୍ଟ ରେଜିଷ୍ଟ୍ରାରଙ୍କ ନିକଟରେ ଶୁକ୍ରବାର ଏହି ମକଦ୍ଦମା ଦାୟର କରାଯାଇଛି। ଆଟର୍ଣ୍ଣି ଜେନେରାଲଙ୍କ ମାଧ୍ୟମରେ ଏନେଇ କେନ୍ଦ୍ରକୁ ନୋଟିସ ଜାରି କରାଯାଇଛି। ଚାରି ସପ୍ତାହ ପରେ ସୁପ୍ରିମକୋର୍ଟର ଏକ ବେଞ୍ଚରେ ଏହି ମାମଲା ଉପସ୍ଥାପିତ ହେବ। ଏନେଇ ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ପଞ୍ଜାବ ସରକାର ଏବଂ ଲିଗାଲ ଟିମ୍‌କୁ ଅଭିନନ୍ଦନ ଜଣାଛନ୍ତି। ସମ୍ବିଧାନିକ ନିତୀ ଅନୁଯାୟୀ ସଂଘୀୟ ବ୍ୟବସ୍ଥାର ଅସ୍ଥିତ୍ୱ ବଜାୟ ରଖିବା ପାଇଁ ଲଢ଼େଇ ଆରମ୍ଭ ହୋଇଛି ବୋଲି ସିଦ୍ଧୁ କହିଛନ୍ତି । ପୂର୍ବରୁ ବିଏସଏଫର ସୀମା ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଥିଲେ ସିଦ୍ଧୁ । କହିଥିଲେ କେନ୍ଦ୍ର ସରକାର ସଂଘୀୟ ବ୍ୟବସ୍ଥାକୁ ଦୁର୍ବଳ କରୁଛନ୍ତି। ଏହି ନିଷ୍ପତ୍ତିକୁ ଗତ ଅକ୍ଟୋବର ମାସରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣ ଜିତ୍‌ ସିଂ ଚନ୍ନି ବିରୋଧ କରିବା ସହ ଏହାକୁ ପ୍ରତ୍ୟାହାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହକୁ ନିବେଦ କରିଥିଲେ। ସୂଚନା ଅନୁଯାୟୀ, ନିକଟରେ କେନ୍ଦ୍ର ପକ୍ଷରୁ ସୀମା ସୁରକ୍ଷା ବଳ ବା ବିଏସ୍ଏଫର କ୍ଷମତା ବୃଦ୍ଧି କରାଯାଇ ଥିଲା ।  ଅନ୍ତର୍ଜାତୀୟ ସୀମାରେଖାଠାରୁ ୫୦ କିଲୋମିଟର ଆଭ୍ୟନ୍ତରୀଣ ଅଞ୍ଚଳ ଯାଏ ବିଏସ୍ଏଫ୍ କ୍ଷମତା ବୃଦ୍ଧି ହୋଇଛି ।

ଏହି କ୍ଷମତା ବୃଦ୍ଧି ଯୋଗୁଁ ଏଣିକି ବିଏସ୍ଏଫ୍ ଅନ୍ତର୍ଜାତୀୟ ସୀମାରୁ ୫୦ କିଲୋମିଟର ଆଭ୍ୟନ୍ତରୀଣ ଅଞ୍ଚଳ ମଧ୍ୟରେ ଗିରଫ, ତଲାସୀ ଓ ଜବତ କରିପାରିବ । ଏହା ପାକିସ୍ତାନ ଓ ବାଂଲାଦେଶ ସୀମାକୁ ଲାଗିଥିବା ୩ଟି ରାଜ୍ୟରେ ଲାଗୁ ହେବ। ପାକିସ୍ତାନକୁ ଲାଗିଥିବା ପଞ୍ଜାବ ଓ ବାଂଲାଦେଶକୁ ଲାଗିଥିବା ପଶ୍ଚିମବଙ୍ଗରେ ଏବଂ ଆସାମରେ ବିଏସ୍ଏଫର ଏହି କ୍ଷମତା ପ୍ରଦାନ କରାଯାଇଛି । ସୀମାବର୍ତ୍ତୀ ଅଞ୍ଚଳରେ ଡ୍ରୋନ୍ ଜରିଆରେ ଅସ୍ତ୍ରଶସ୍ତ୍ର ପକାଯିବା ଘଟଣା ବିଏସ୍ଏଫର କ୍ଷମତା ବୃଦ୍ଧି କରିବାକୁ ବାଧ୍ୟ କରିଥିଲା ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇ ଥିଲା ।  ୧୦ଟି ରାଜ୍ୟରେ ଜାତୀୟ ସୁରକ୍ଷା ପ୍ରତି ବିପଦକୁ ପ୍ରତିହତ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଛି।

ବିଏସ୍ଏଫ୍ ସୀମା ଜଗୁଥିଲେ ବି ଅନେକ କ୍ଷେତ୍ରରେ ସଂପୂର୍ଣ୍ଣ ଭାବେ ଅନୁପ୍ରବେଶ ଭଳି ଘଟଣା ରୋକିବାକୁ ସମର୍ଥ ହୋଇପାରୁନି । ଏଣୁ କ୍ଷମତା ପରିସର ବୃଦ୍ଧି ପାଇଲେ, ଆଖପାଖ ଅଞ୍ଚଳରେ ବିଏସ୍ଏଫ୍ କାଯର୍ୟାନୁଷ୍ଠାନ ନେବାରେ ସକ୍ଷମ ହୋଇପାରିବ ବୋଲି କୁହାଯାଇତିଲା  ।

ଯଦି କୌଣସି ଘଟଣାକୁ ନେଇ ଗୁଇନ୍ଦା ସୂଚନା ମିଳେ, ତା ହେଲେ ଆଉ ସ୍ଥାନୀୟ ପୋଲିସକୁ ଅପେକ୍ଷା କରିବ ନାହିଁ ବିଏସ୍ଏଫ୍ । ସୀମା ଭିତରେ ୫୦ କିଲୋମିଟର ଯାଏ ନିଜେ ନିଜେ ତତକ୍ଷଣାତ ପଦକ୍ଷେପ ନେଇପାରିବ । ନୂଆ କ୍ଷମତା ବଳରେ ପଶ୍ଚିମବଙ୍ଗ, ପଞ୍ଜାବ ଓ ଆସାମରେ ବିଏସ୍ଏଫ୍ ସିଆରପିସି, ପାସପୋର୍ଟ ଆଇନ ଓ ଭାରତକୁ ପ୍ରବେଶ ନେଇ ପାସପୋର୍ଟ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବ । ପୋଲିସ ଭଳି ତଲାସୀ ଓ ଗିରଫ ମଧ୍ୟ କରିପାରିବ ବିଏସ୍ଏଫ୍ । ପୂର୍ବରୁ ଭାରତ-ପାକିସ୍ତାନ ଓ ଭାରତ-ବାଂଲାଦେଶ ସୀମାର ଭାରତ ପଟେ ୧୫ କିଲୋମିଟର ଯାଏ ବିଏସ୍ଏଫକୁ କ୍ଷମତା ଦିଆଯାଇଥିଲା । ଏବେ ଏହାକୁ ବୃଦ୍ଧି କରି ୫୦ କିଲୋମିଟର କରାଯାଇଛି ।

ତେବେ ମେଘାଳୟ, ନାଗାଲାଣ୍ଡ, ମିଜୋରାମ, ତ୍ରିପୁରା, ମଣିପୁର, ଜାମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ବିଏସ୍ଏଫ୍ ପାଇଁ କୌଣସି ସୀମା ରଖାଯାଇନାହିଁ । ସାରା ରାଜ୍ୟରେ ବିଏସ୍ଏଫ୍ ନିଜର କ୍ଷମତା ପ୍ରୟୋଗ କରିପାରିବ । ମାଜିଷ୍ଟ୍ରେଟଙ୍କ ଅନୁମତି ବିନା ବିଏସ୍ଏଫ ଯେ କୌଣସି ଅଫିସର କ୍ଷମତା ପ୍ରୟୋଗ କରି ଗିରଫ, ତଲାସୀ ଓ ଜବତ କରିପାରିବ ବୋଲି ନୂଆ  ବିଜ୍ଞପ୍ତିରେ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story