ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ରାହୁଲ ଓ କେଜ୍ରିୱାଲ୍

ନୂଆଦିଲ୍ଲୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ସେ ଆଜି ୭୦ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାହୁଲ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। Wishing PM Narendra Modi ji a happy birthday. — Rahul Gandhi (@RahulGandhi) September 17, 2020 ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହିତ […]

modi1

modi1

Jitendra Garnayak
  • Published: Thursday, 17 September 2020
  • Updated: 17 September 2020, 09:06 AM IST

Sports

Latest News

ନୂଆଦିଲ୍ଲୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ସେ ଆଜି ୭୦ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାହୁଲ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହିତ ତାଙ୍କ ପାଇଁ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିବାକୁ ବିଜେପି ପକ୍ଷରୁ ସାରାଦେଶରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ତାଙ୍କ ଜନ୍ମଦିନ ପାଳନ କରିବାକୁ ୭୦ କେଜିର ଏକ ଲଡ଼ୁ ମଧ୍ୟ ପ୍ରସ୍ତୁତ କରାଯାଇଛି।

ପ୍ରଧାନମନ୍ତ୍ରୀ ଜନ୍ମଦିନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story