ମାର୍ଚ୍ଚ ୩୧ ଯାଏ ବିଦେଶକୁ ଉଡ଼ିବନି ବିମାନ

ନୂଆଦିଲ୍ଲୀ: କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ୩୧ ମାର୍ଚ୍ଚ ଯାଏ ବୃଦ୍ଧି କରାଯାଇଛି। ଏହାର ଅର୍ଥ ଆସନ୍ତା ୩୧ ଯାଏ ଭାରତରୁ କୌଣସି ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବନାହିଁ। ଏ ସମ୍ପର୍କରେ ଡିଜିସିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ ପୂର୍ବରୁ କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି […]

airport

airport

Hemant Lenka
  • Published: Saturday, 27 February 2021
  • Updated: 27 February 2021, 01:55 PM IST

Sports

Latest News

ନୂଆଦିଲ୍ଲୀ: କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ୩୧ ମାର୍ଚ୍ଚ ଯାଏ ବୃଦ୍ଧି କରାଯାଇଛି। ଏହାର ଅର୍ଥ ଆସନ୍ତା ୩୧ ଯାଏ ଭାରତରୁ କୌଣସି ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବନାହିଁ। ଏ ସମ୍ପର୍କରେ ଡିଜିସିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତିରେ କୁହାଯାଇଛି ଯେ ପୂର୍ବରୁ କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୩୧ ରାତି ୨୩ଟା୫୯ ଯାଏ ଏହି କଟକଣା ଜାରି ରହିବ। ତେବେ ଏହି କଟକଣା ଅନ୍ତର୍ଜାତୀୟ ମାଲ ପରିବହନ ବିମାନ ଉପରେ ଲାଗୁ ହେବନାହିଁ।

ସେହିପରି ସ୍ୱତନ୍ତ୍ର ଅନୁମତି ପ୍ରାପ୍ତ ବିମାନ ଗୁଡ଼ିକ ବିଦେଶକୁ ଯାତ୍ରା କରିପାରିବ। କିଛି ନିର୍ଦ୍ଦିଷ୍ଟ ରୁଟ୍‌ରେ ମଧ୍ୟ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ବିମାନ ଚାଲି ପାରିବ ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି।

କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ ଗତବର୍ଷ ମାର୍ଚ୍ଚ ମାସ ଠାରୁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ରୋକ ଲାଗିଥିଲା। ଲକଡାଉନ ବୃଦ୍ଧି ପାଇବ ସହ ଏହି କଟକଣା ଅବଧି ମଧ୍ୟ ବଢ଼ିଥିଲା। ପର୍ଯ୍ୟାକ୍ରମେ ଭାରତ ସରକାର ଘରୋଇ ବିମାନ ସେବାକୁ କାର୍ଯ୍ୟକାରୀ କରିବାକୁ ଅନୁମତି ଦେଇଥିଲେ ହେଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଥିଲା।

ଏବେ ପୁଣି ଏହି କଟକଣା ଅବଧିକୁ ୩୧ ମାର୍ଚ୍ଚ ଯାଏ ବଢ଼ା ଯାଇଛି। ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଥିଲେ ହେଁ ଘରୋଇ ବିମାନ ସେବା ପୂର୍ବଭଳି ଚାଲୁ ରହିବ। ସମସ୍ତେ କରୋନା କଟକଣାକୁ ମାନି ବିମାନ ମଧ୍ୟରେ ଯିବା ଆସିବା କରିପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story