ମୁଲାୟମଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁନି

ଲକ୍ଷ୍ନୌ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁନି। ମେଡିକାଲର ଭର୍ତ୍ତି ହେବା ପରଠାରୁ ଆହୁରି ବିଗିଡ଼ିବାରେ ଲାଗିଛି। ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିବା ମୁଲାୟମଙ୍କୁ  ଜୀବନ ରକ୍ଷାକାରୀ ଔଷଧ ଦିଆଯାଉଛି।। ସେ ଅକ୍ଟୋବର ୧ରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭର୍ତ୍ତି ହେବା ପରଠାରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଆସିନାହିଁ। ବରିଷ୍ଠ ଡାକ୍ତରଙ୍କ ଏକ ଟିମ୍ […]

mulayam

mulayam

Tapas Behera
  • Published: Sunday, 09 October 2022
  • Updated: 09 October 2022, 04:47 PM IST

Sports

Latest News

ଲକ୍ଷ୍ନୌ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁନି। ମେଡିକାଲର ଭର୍ତ୍ତି ହେବା ପରଠାରୁ ଆହୁରି ବିଗିଡ଼ିବାରେ ଲାଗିଛି। ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିବା ମୁଲାୟମଙ୍କୁ  ଜୀବନ ରକ୍ଷାକାରୀ ଔଷଧ ଦିଆଯାଉଛି।। ସେ ଅକ୍ଟୋବର ୧ରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭର୍ତ୍ତି ହେବା ପରଠାରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଆସିନାହିଁ। ବରିଷ୍ଠ ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଉପରେ ନିରନ୍ତର ନଜର ରଖିଛନ୍ତି। ମେଦାନ୍ତ ହସ୍ପିଟାଲର ନିର୍ଦ୍ଦେଶକ ଡା. ସଞ୍ଜୀବ ଗୁପ୍ତା କହିଛନ୍ତି ଯେ ମୁଲାୟମ ସିଂଙ୍କ ଅବସ୍ଥା ଗୁରୁତର ହୋଇଛି।

ତାଙ୍କୁ ଆଇସିୟୁ ରେ ରଖାଯାଇଛି। ତାଙ୍କୁ ନିରନ୍ତର ଜୀବନ ରକ୍ଷାକାରୀ ଔଷଧ ଦିଆଯାଉଛି।ଅସୁସ୍ଥତା କାରଣରୁ ଅଗଷ୍ଟ ୨୨ରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଅକ୍ଟୋବର ୧ରେ ତାଙ୍କୁ ସିସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଗୋଟିଏ ଦିନ ରହିବା ପରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।

ସୂଚନା ଅନୁଯାୟୀ, ଗତ ବର୍ଷ ମଧ୍ୟ ପେଟ ଯନ୍ତ୍ରଣା ହେତୁ ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପେଟରେ ଯନ୍ତ୍ରଣା ହେବାରୁ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାଙ୍କ ଅନ୍ତନଳୀରେ ସମସ୍ୟା ଥିବା ପରୀକ୍ଷାରୁ ଜଣାପଡିଥିଲା। ଏହାପରେ ତାଙ୍କ ଅନ୍ତନଳୀକୁ ସଫା କରିବା ପାଇଁ କଲୋନୋସ୍କୋପି କରାଯାଇଥିଲା। କଲୋନୋସ୍କୋପି ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରିବାରୁ ଡାକ୍ତରମାନେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story