ଜେଲ୍ ଭିତରେ ବଡି ମସାଜର ମଜା ନେଉଛନ୍ତି ଆପ୍ ମନ୍ତ୍ରୀ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଜେଲ୍ ଭିତରେ ମନ୍ତ୍ରୀଙ୍କୁ ଭିଆଇପି ସୁବିଧା। ବିଳାସପୂର୍ଣ୍ଣ ଖଟରେ ଶୋଇ ବଡି ମସାଜ କରାଉଛନ୍ତି ଆପ୍ ମନ୍ତ୍ରୀ। ଫୁଟ୍ ମସାଜର ମଜା ନେଉଛନ୍ତି ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍। ତିହାର ଜେଲ୍ ଭିତରୁ ସାମ୍ନାକୁ ଆସିଛି ଏଭଳି କିଛି ଭିଡିଓ, ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସାମ୍ନାକୁ ଆସିଥିବା ଭିଡିଓରେ ସତ୍ୟେନ୍ଦ୍ର ଜୈନ୍ ଖଟ ଉପରେ ଶୋଇଥିବା ନଜର ଆସିଛନ୍ତି। ଏଥିସହ ହାତରେ କିଛି ଦସ୍ତାବିଜ ଧରିଛନ୍ତିି। ଏହି ସମୟରେ ଜଣେ […]

satyendar-jain

satyendar-jain

Madhupriya Mistry
  • Published: Saturday, 19 November 2022
  • Updated: 19 November 2022, 11:31 AM IST

Sports

Latest News

ନୂଆଦିଲ୍ଲୀ: ଜେଲ୍ ଭିତରେ ମନ୍ତ୍ରୀଙ୍କୁ ଭିଆଇପି ସୁବିଧା। ବିଳାସପୂର୍ଣ୍ଣ ଖଟରେ ଶୋଇ ବଡି ମସାଜ କରାଉଛନ୍ତି ଆପ୍ ମନ୍ତ୍ରୀ। ଫୁଟ୍ ମସାଜର ମଜା ନେଉଛନ୍ତି ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍। ତିହାର ଜେଲ୍ ଭିତରୁ ସାମ୍ନାକୁ ଆସିଛି ଏଭଳି କିଛି ଭିଡିଓ, ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସାମ୍ନାକୁ ଆସିଥିବା ଭିଡିଓରେ ସତ୍ୟେନ୍ଦ୍ର ଜୈନ୍ ଖଟ ଉପରେ ଶୋଇଥିବା ନଜର ଆସିଛନ୍ତି। ଏଥିସହ ହାତରେ କିଛି ଦସ୍ତାବିଜ ଧରିଛନ୍ତିି। ଏହି ସମୟରେ ଜଣେ ବ୍ୟକ୍ତି ତାଙ୍କ ଗୋଡ ମସାଜ କରିଦେଉଛନ୍ତି। ସତ୍ୟେନ୍ଦ୍ର ଜୈନ୍ ଉକ୍ତ ବ୍ୟକ୍ତିଙ୍କ ଉପରେ ଗୋଡ ରଖି ମସାଜର ମଜା ନେଉଛନ୍ତି। ଏହି ଭିଡିଓକୁ ନେଇ ଏବେ ରାଜନୈତିକ ମହଲରେ ହଇଚଇ ସୃଷ୍ଟି ହୋଇଛି।

https://twitter.com/Shehzad_Ind/status/1593814945472614400?s=20&t=8aRVBIRa5YtnpbYXAc0raA

ଏହି ଭିଡିଓକୁ ନେଇ ବିଜେପି ଆମ୍ ଆଦମୀ ପାର୍ଟି ଉପରେ ଜୋରଦାର ବର୍ଷିଛି। ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା କେଜ୍ରିୱାଲ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆପ୍ ସରକାର ଜେଲ୍ ନିୟମର ଉଲ୍ଲଙ୍ଘନ କରିଥିବା ସେ ଅଭିଯୋଗ ଆଣିଛନ୍ତି। ଜେଲ୍ ଭିତରେ ସତ୍ୟେନ୍ଦ୍ର ଜୈନ୍‌କୁ ପୂରା ଭିଆଇପି ସୁବିଧା ଦିଆଯାଉଥିବା ସେ କହିଛନ୍ତି।

ଏହା ପୂର୍ବରୁ ସତ୍ୟେନ୍ଦ୍ର ଜୈନ୍‌ଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲାର ଯାଞ୍ଚ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କୋର୍ଟରେ ନିଜ ଅଭିଯୋଗ ଦାଖଲ କରିଥିଲା। ସତ୍ୟେନ୍ଦ୍ର ଜୈନଙ୍କୁ ତିହାର ଜେଲ୍‌ରେ ସ୍ପେଶାଲ ଟ୍ରିଟ୍‌ମେଣ୍ଟ ଦିଆଯାଉଥିବା ଇଡି ନିଜ ଅଭିଯୋଗରେ କହିଥିଲା। ସତ୍ୟେନ୍ଦ୍ର ଜୈନଙ୍କ ସହ ସମ୍ବନ୍ଧିତ ସମସ୍ତ ଡାଟା ଗୃହମନ୍ତ୍ରାଳୟକୁ ମଧ୍ୟ ପଠାଇଥିଲା ଇଡି।

ଏହାପରେ ଗୃହ ମନ୍ତ୍ରାଳୟ ଦିଲ୍ଲୀ ସରକାରଙ୍କ ଚିଫ୍ ସେକ୍ରେଟାରୀଙ୍କୁ ଏହି ମାମଲାରେ ରିପୋର୍ଟ ମାଗିଥିଲେ। ରିପୋର୍ଟ ମିଳିବା ପରେ ତିହାର ଜେଲ୍‌ର ନମ୍ବର-୭ ସୁପରିଟେଣ୍ଡେଣ୍ଟ ଅଜିତ କୁମାରଙ୍କୁ ନିଲମ୍ବିତ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story