Advertisment

ୟୁକ୍ରେନ୍‌ ସଙ୍କଟ: ଆରମ୍ଭ ହେଲା ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ସଙ୍କଟ ଭିତରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତିଆଲୋଚନା ବସିଛି। ବେଲାରୁଷ-ପୋଲାଣ୍ଡ ସୀମାରେ ଉଭୟ ଦେଶ ମଧ୍ୟରେ ଶାନ୍ତି ପାଇଁ ଆରମ୍ଭ ହୋଇଛି ବୈଠକ ।ବୈଠକରେ ଋଷ ଏବଂ ୟୁକ୍ରେନ୍‌ ପ୍ରତିନିଧିମଣ୍ଡଳ ଉପସ୍ଥିତ ଅଛନ୍ତି । ଋଷ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ବେଲାରୁଷରେ ପୁଣି ଥରେ ଆଲୋଚନା ଆରମ୍ଭ ହୋଇଛି । ଅନ୍ୟପଟେ ରୁଷ ରାଷ୍ଟ୍ରପତିଘଙ୍କ ସହ ସିଧାସଳଖ ଆଲୋଚନା ପାଇଁ ଚାହିଛନ୍ତି ୟୁକ୍ରେନ୍‌ ରାଷ୍ଟ୍ରପତି […]

ଅଦ୍ୟତନ ହୋଇଛି
ୟୁକ୍ରେନ୍‌ ସଙ୍କଟ: ଆରମ୍ଭ ହେଲା ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା  

989

Advertisment

ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ସଙ୍କଟ ଭିତରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତିଆଲୋଚନା ବସିଛି। ବେଲାରୁଷ-ପୋଲାଣ୍ଡ ସୀମାରେ ଉଭୟ ଦେଶ ମଧ୍ୟରେ ଶାନ୍ତି ପାଇଁ ଆରମ୍ଭ ହୋଇଛି ବୈଠକ ।ବୈଠକରେ ଋଷ ଏବଂ ୟୁକ୍ରେନ୍‌ ପ୍ରତିନିଧିମଣ୍ଡଳ ଉପସ୍ଥିତ ଅଛନ୍ତି ।

Advertisment

ଋଷ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ବେଲାରୁଷରେ ପୁଣି ଥରେ ଆଲୋଚନା ଆରମ୍ଭ ହୋଇଛି । ଅନ୍ୟପଟେ ରୁଷ ରାଷ୍ଟ୍ରପତିଘଙ୍କ ସହ ସିଧାସଳଖ ଆଲୋଚନା ପାଇଁ ଚାହିଛନ୍ତି ୟୁକ୍ରେନ୍‌ ରାଷ୍ଟ୍ରପତି । ରୁଷ ରାଷ୍ଟ୍ରପତିଙ୍କ ସହ ଆଲୋଚନା ହେଲେ ଯୁଦ୍ଧ ବନ୍ଦ ହେବ ବୋଲି ୟୁକ୍ରେନ୍‌  ରାଷ୍ଟ୍ରପତି ଭୋଲଦିମିର୍‌ ଜେଲେନସ୍କି କହିଛନ୍ତି।

ସେହିପରି ଋଷ ତୁରନ୍ତ ଯୁଦ୍ଧ ବିରତି କରୁ ବୋଲି ୟୁକ୍ରେନ୍‌ ପ୍ରତିନିଧି ମଣ୍ଡଳ ଦାବି କରିଛନ୍ତି । ପୂର୍ବରୁ ଫେବୃଆରୀ ୨୮ ତାରିଖରେ ପ୍ରଥମେ ବୈଠକ ହୋଇଥିବା । ତେବେ କୌଣସି ନିଷ୍କର୍ସ ନବାହାରିବାରୁ ଯୁଦ୍ଧ ଜାରି ରଖିଥିଲା ଋଷ । ବର୍ତ୍ତମାନ ସୁଦ୍ଧା ୟୁକ୍ରେନ୍‌ର ଅନେକ ସହରରେ କବ୍‌ଜା କରିସାରିଛି ରୁଷ ।

Advertisment
Russia-Ukraine War
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe