ଶ୍ରୀନଗର: ପଣ୍ଡ ହେଲା ବଡ ଧରଣର ଆତଙ୍କବାଦୀ ଆକ୍ରମଣ। ପୁଲୱାମା ଆକ୍ରମଣକୁ ୨ ବର୍ଷ ପୂର୍ତ୍ତି ଅବସରରେ ଜମ୍ମୁ କାଶ୍ମୀର ବସଷ୍ଟାଣ୍ଡରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ସୁରକ୍ଷାକର୍ମୀମାନେ ପ୍ରାୟ ୭ କେଜିର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।
ସୂଚନା ମୁତାବକ, ପୁଲୱାମା ଆକ୍ରମଣକୁ ଆଜି ୨ ବର୍ଷ ପୂରିଛି। ଏହି ଅବସରରେ ଆତଙ୍କବାଦୀମାନେ ଘାଟିରେ ଆଉ ଏକ ବଡ ଧରଣର ବିସ୍ଫୋରଣ ପାଇଁ ଷଡଯନ୍ତ୍ର କରୁଥିଲେ, କିନ୍ତୁ ଏହାକୁ ସୁରକ୍ଷାକର୍ମୀମାନେ ପଣ୍ଡ କରିଦେଇଛନ୍ତି। ଅଧିକ ସୂଚନା ପାଇଁ ଅପେକ୍ଷା କରାଯାଇଛି।
ଏହାପୂର୍ବରୁ ଶନିବାର ଦିନ ଅନନ୍ତନାଗ ପୁଲିସ ସାମ୍ବା ଜିଲ୍ଲାରୁ ୨ ଜଣ ଟିଆର୍ଏଫ୍ ଆତଙ୍କବାଦୀ ଜହୁର ଅହମ୍ମଦ ରାଠାରୋଙ୍କୁ ଗିରଫ କରିଥିଲେ। ରାଠାରେ ନାଁରେ ୩ ବିଜେପି କର୍ମୀ ଏବଂ ଜଣେ ପୁଲିସଙ୍କୁ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।