ଭୀଷଣ ବାତ୍ୟାର ରୂପ ନେଇପାରେ ‘ତଉକତେ’, ଏହି ସ୍ଥାନରେ କରିବ ଲ୍ୟାଣ୍ଡଫଲ୍‌!

ନୂଆଦିଲ୍ଲୀ: ଆରବ ସାଗର ଓ ଲାକ୍ଷାଦ୍ୱୀପର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଆଜି ଗଭୀର ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଗତକାଲି ବିଳମ୍ବିତ ରାତିରୁ କେରଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏକାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ସବୁଠାରୁ ଅଧିକ ପ୍ରଭାବିତ ହୋଇଛି କୋଚି ସହର। ଏହବାଦ ରାଜଧାନୀ ଥିରୁବନନ୍ତପୁରମରେ ମଧ୍ୟ ବର୍ଷା ଲାଗି ରହିଛି। ବର୍ଷାର ପ୍ରକୋପ […]

Kerala

Kerala

Hemant Lenka
  • Published: Saturday, 15 May 2021
  • Updated: 17 May 2021, 05:17 PM IST

Sports

Latest News

ନୂଆଦିଲ୍ଲୀ: ଆରବ ସାଗର ଓ ଲାକ୍ଷାଦ୍ୱୀପର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଆଜି ଗଭୀର ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଗତକାଲି ବିଳମ୍ବିତ ରାତିରୁ କେରଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଏକାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ସବୁଠାରୁ ଅଧିକ ପ୍ରଭାବିତ ହୋଇଛି କୋଚି ସହର। ଏହବାଦ ରାଜଧାନୀ ଥିରୁବନନ୍ତପୁରମରେ ମଧ୍ୟ ବର୍ଷା ଲାଗି ରହିଛି। ବର୍ଷାର ପ୍ରକୋପ ବଢ଼ୁଥିବାରୁ ଅଧିକ ବିପର୍ଯ୍ୟୟ ସୃଷ୍ଟି ହେବାର ଆଶଙ୍କା ପ୍ରକାଶ ପାଇଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆରବ ସାଗର ଉପରେ ଥିବା ଗଭୀର ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହି ବାତ୍ୟାର ନାଁ ତଉକତେ ରଖାଯିବ। ତକଉତେ ୨୪ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି।

ଭୀଷଣ ବାତ୍ୟାର ରୂପ ନେଇ ଏହା ଉତ୍ତର ଓ ଉତ୍ତର ପଶ୍ଚିମଦିଗରେ ଗତି କରିବ। ଯଦି ଏପରି ହୁଏ, ତା’ହେଲେ ୧୮ ତାରିଖ ସକାଳେ ଏହା ଗୁଜରାଟ ଉପକୂଳରେ ସ୍ଥଳ ଭାଗ ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। କିନ୍ତୁ ଗୁଜରାଟ ଉପରେ ଏହାର ପ୍ରଭାବ କ’ଣ ରହିବ, ସେକଥା ନିର୍ଦ୍ଦିଷ୍ଟ ଭାବେ ପାଣିପାଗ ବିଭାଗ କିଛି କହିନାହିଁ।

ବଭାଗ କହିଛି ଯେ ବାତ୍ୟା ପ୍ରଭାବରେ ରବିବାର ସକାଳୁ ପବନର ଘଣ୍ଟା ପ୍ରତି ବେଗ ୧୫୦ରୁ ୧୬୦ କିମି ରହିବ। ସେହିପରି ବେଳେ ବେଳେ ଏହା ୧୭୫ କିମି ମଧ୍ୟ ଛୁଇଁପାରେ। ୱେଷ୍ଟର୍ଣ୍ଣ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେବ ବୋଲି ବିଭାଗ କହିଛି।

ଅନ୍ୟପକ୍ଷରେ ବାତ୍ୟାର ପ୍ରଭାବ ଗୋଆରେ ପଡ଼ିପାରେ। ତେଣୁ ପୁଣେରୁ ଏନଡିଆରଏଫ ଟିମ୍‌ ଗୋଆ ଅଭିମୁଖେ ଯାଇଛି। ସେହିପରି ଗୁଜରାଟରେ ତଉକତେ ଲ୍ୟାଣ୍ଡଫଲ କରିବାକୁ ଥିବାରୁ ସମସ୍ତ ବନ୍ଦରେ ସତର୍କ ସୂଚନା ଜାରି କରାଯାଇଛି। ମତ୍ସ୍ୟଜୀବଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି। ତଟରକ୍ଷୀ ବାହିନୀ ମଧ୍ୟ ହାଇଆଲର୍ଟରେ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story