ପିଲାଙ୍କ ପାଇଁ ପିଏମ୍‌-ଇ-ବିଦ୍ୟା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ପିଏମ୍-ଇ-ବିଦ୍ୟା କାର୍ଯ୍ୟକ୍ରମ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ। ଆଞ୍ଚଳିକ ଭାଷାରେ ପିଲାଙ୍କ ପାଠପଢ଼ା ପାଇଁ ୨ଶହ ଚ୍ୟାନେଲ ହେବ ବୋଲି ଆଜି ସଂସଦରେ ସାଧାରଣ ବଜେଟ୍‌ ଉପସ୍ଥାପନ କରି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେହିପରି ନ୍ୟାସନାଲ ଟେଲି ମେଣ୍ଟାଲ ହେଲଥ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ନିମହାନ୍ସ ସହାୟତାରେ ଆରମ୍ଭ କରାଯିବ ଟେଲି ମେଣ୍ଟାଲ ହେଲ୍‌ଥ୍‌। ଅଙ୍ଗନବାଡ଼ିକୁ ଅଧିକ ସୁଦୃଢ଼ […]

E-School

E-School

Madhupriya Mistry
  • Published: Tuesday, 01 February 2022
  • Updated: 01 February 2022, 12:18 PM IST

Sports

Latest News

ନୂଆଦିଲ୍ଲୀ: ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ପିଏମ୍-ଇ-ବିଦ୍ୟା କାର୍ଯ୍ୟକ୍ରମ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ। ଆଞ୍ଚଳିକ ଭାଷାରେ ପିଲାଙ୍କ ପାଠପଢ଼ା ପାଇଁ ୨ଶହ ଚ୍ୟାନେଲ ହେବ ବୋଲି ଆଜି ସଂସଦରେ ସାଧାରଣ ବଜେଟ୍‌ ଉପସ୍ଥାପନ କରି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ସେହିପରି ନ୍ୟାସନାଲ ଟେଲି ମେଣ୍ଟାଲ ହେଲଥ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ନିମହାନ୍ସ ସହାୟତାରେ ଆରମ୍ଭ କରାଯିବ ଟେଲି ମେଣ୍ଟାଲ ହେଲ୍‌ଥ୍‌। ଅଙ୍ଗନବାଡ଼ିକୁ ଅଧିକ ସୁଦୃଢ଼ କରାଯିବ, ତିଆରି ହେବ ସକ୍ଷମ-ଅଙ୍ଗନବାଡ଼ି। ଏହି ଯୋଜନାରେ ଦେଶରେ ୨ ଲକ୍ଷ ଅଙ୍ଗନବାଡ଼ିକୁ ଅପଗ୍ରେଡ କରାଯିବ।

୨୦୨୨-୨୩ରେ ୩ କୋଟି ୨୮ ଲକ୍ଷ ଘରକୁ ପାନୀୟ ଜଳ ଯୋଗାଣ ହେବ। ପିଏମ୍ ଆବାସ ଯୋଜନାରେ ୮୦ ଲକ୍ଷ ଘର ପାଇଁ ୪୮ ହଜାର କୋଟି ବ୍ୟୟବରାଦ କରାଯାଇଛି। ନର୍ଥଇଷ୍ଟ ପାଇଁ ନୂଆ ଯୋଜନା ପିଏମ୍ ଡେଭଲପମେଣ୍ଟ ସ୍କିମ୍ ଆରମ୍ଭ ହେବ। ୧୧୨ ଆକାଂକ୍ଷୀ ଜିଲ୍ଲା ଲକ୍ଷ୍ୟରେ ୯୫% ସଫଳ ହୋଇଛନ୍ତି। କିଛି ଆକାଂକ୍ଷୀ ଜିଲ୍ଲା ଅନ୍ୟ ବିକଶିତ ଜିଲ୍ଲାକୁ ବି ପଛରେ ପକାଇ ଦେଇଛନ୍ତି। ତେବେ କିଛି ଜିଲ୍ଲାର କିଛି ବ୍ଲକ ଏବେ ବି ପଛୁଆ ରହିଛନ୍ତି। ସେହି ପଛୁଆବ୍ଲକର ବିକାଶ ପାଇଁ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ।

ସେହିଭଳି ସମସ୍ତ ଗମନାଗମନ ବ୍ୟବସ୍ଥା ପାଇଁ ଆରମ୍ଭ ହେବ ପିଏମ୍ ଗତିଶକ୍ତି। ରେଲ୍, ରୋଡ୍, ଏୟାରେୱେଜ୍, ୱାଟରୱେଜ୍ ପାଇଁ ପିଏମ୍ ଗତିଶକ୍ତି ଯୋଜନା ଆରମ୍ଭ ହେଉଛି। ଲୋକଙ୍କୁ ନିର୍ବିଘ୍ନ ଯାତାୟତ ପାଇଁ ସରକାର ପ୍ରାଧାନ୍ୟ ଦେଉଛନ୍ତି। ୪୦୦ ନୂଆ ବନ୍ଦେଭାରତ ଏକ୍ସପ୍ରେସ ଟ୍ରେନ ୩ ବର୍ଷରେ କାର୍ଯ୍ୟକ୍ଷମ ହେବ। ୨୦୨୨-୨୩ରେ ଆଉ ୨୫ ହଜାର କିମି ହାଇୱେ ନିର୍ମାଣ ଲକ୍ଷ୍ୟ ରଖାଯାଇଛି ବୋଲି ଆଜି ସାଧାରଣ ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story