ହିଜାବ ଧର୍ମର ପ୍ରମୁଖ ଅଂଶ ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ: ହିଜାବ ବିବାଦ ମାମଲାରେ କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ ରାୟ।  ହିଜାବ ପିନ୍ଧିବା ଧର୍ମର ପ୍ରମୁଖ ଅଂଶ ନୁହେଁ ବୋଲି କହିଛନ୍ତି ହାଇକୋର୍ଟ। ହିଜାବ ବିବାଦ ମାମଲରେ ହୋଇଥିବା ଆବେଦନକୁ ଆଜି ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନକୁ ଚାଲେଞ୍ଜ କରି ହୋଇଥିବା ଆବେଦନକୁ ହାଇକୋର୍ଟର ତିନିଜଣିଆ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। ଏଥିସହ ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରବେ ନାହିଁ ବୋଲି କଡା ଭାଷାରେ କହିଛନ୍ତି କୋର୍ଟ। ଉଡୁପିର ଏକ ସ୍କୁଲର […]

Hijab-1

Hijab-1

Madhupriya Mistry
  • Published: Tuesday, 15 March 2022
  • Updated: 15 March 2022, 02:28 PM IST

Sports

Latest News

ନୂଆଦିଲ୍ଲୀ: ହିଜାବ ବିବାଦ ମାମଲାରେ କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ ରାୟ।  ହିଜାବ ପିନ୍ଧିବା ଧର୍ମର ପ୍ରମୁଖ ଅଂଶ ନୁହେଁ ବୋଲି କହିଛନ୍ତି ହାଇକୋର୍ଟ। ହିଜାବ ବିବାଦ ମାମଲରେ ହୋଇଥିବା ଆବେଦନକୁ ଆଜି ହାଇକୋର୍ଟ ଖାରଜ କରି ଦେଇଛନ୍ତି।

ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନକୁ ଚାଲେଞ୍ଜ କରି ହୋଇଥିବା ଆବେଦନକୁ ହାଇକୋର୍ଟର ତିନିଜଣିଆ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। ଏଥିସହ ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରବେ ନାହିଁ ବୋଲି କଡା ଭାଷାରେ କହିଛନ୍ତି କୋର୍ଟ।

ଉଡୁପିର ଏକ ସ୍କୁଲର କିଛି ଛାତ୍ରଛାତ୍ରୀ କର୍ଣ୍ଣାଟକରେ ହିଜାବ ବ୍ୟାନ୍ ହେବା ପରେ ଏହାକୁ ଚ୍ୟାଲେଞ୍ଜ୍ କରି ହାଇକୋର୍ଟରେ ମାମଲାରେ ଦାଏର କରିଥିଲେ। ଏହାକୁ ନେଇ ଫେବ୍ରୁଆରୀ ୯ ତାରିଖରେ ପ୍ରଧାନ ବିଚାରପତି ରିତୁ ରାଜ ଅବସ୍ତି, ଜଷ୍ଟିସ କୃଷ୍ଣ ଏସ ଦୀକ୍ଷିତ ଏବଂ ଜଷ୍ଟିସ ଜେଏମ ଖାଜିଙ୍କ ଏକ ବେଞ୍ଚ ଗଠନ କରାଯାଇଥିଲା। ଛାତ୍ରୀମାନେ ସେମାନଙ୍କ ଆବେଦନରେ କହିଥିଲେ ଯେ, ସେମାନଙ୍କୁ କ୍ଲାସ ଭିତରେ ମଧ୍ୟ ହିଜାବ ପିନ୍ଧିବାକୁ ଅନୁମତି ଦିଆଯାଉ, କାରଣ ଏହା ସେମାନଙ୍କର ଧର୍ମର ଏକ ଅଂଶ। ତେବେ ଏହି ଆବେଦନକୁ କର୍ଣ୍ଣାଟକ ହାଇକୋର୍ଟଙ୍କ ଏହି ତିନି ଜଣିଆ ବେଞ୍ଚ ଖାରଜ କରିଦେଇଛନ୍ତି।

ଗତ ଜାନୁଆରୀରେ ରାଜ୍ୟରେ ଉଠିଥିବା ଏହି ପ୍ରସଙ୍ଗକୁ ନେଇ ବହୁ ବିବାଦ ଦେଖିବାକୁ ମିଳିଥିଲା। ଏପରିକି କର୍ଣ୍ଣାଟକରୁ ଆରମ୍ଭ କରି ଦେଶର ବିଭିନ୍ନ ସ୍ଥାନକୁ ଏ ବିବାଦ ବ୍ୟାପୀଥିଲା। ପରେ ମାମଲା ସୁପ୍ରିମକୋର୍ଟକୁ ଯିବା ସହ ସର୍ବୋଚ୍ଚ କୋର୍ଟ ଶୁଣାଣି ପାଇଁ ଅଗ୍ରାହ୍ୟ କରିବା ସହ ଉଚିତ ସମୟରେ ହସ୍ତକ୍ଷେପ କରିବେ ବୋଲି କହିଥିଲେ।

ସେପଟେ ହାଇକୋର୍ଟଙ୍କ ରାୟ ଆସିବା ପୂର୍ବରୁ ବେଙ୍ଗାଳୁରୁ ଓ ମାଙ୍ଗାଲୋରରେ ବହୁ ଲୋକ ଏକାଠି ହେବା ଉପରେ ପୁଲିସ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଥିଲା। ଉଡୁପି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପାଇଁ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଥିଲା। ଏହି ଜିଲ୍ଲାରେ ଗତକାଲି ରାତି ୮ଟାରୁ ୧୯ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story