ମଙ୍କିପକ୍ସକୁ ବିଶ୍ୱ ସ୍ୱାସ୍ଥ୍ୟ ଜରୁରିକାଳୀନ ପରିସ୍ଥତି ଘୋଷଣା କଲା ‘ହୁ’

ନୂଆଦିଲ୍ଲୀ : କୋଭିଡ୍‌ ମହାମାରୀ ପରେ ବିଶ୍ୱ ପାଇଁ ବିପଦ ସାଜିଛି ମଙ୍କିପକ୍ସ। ଗତ ୩ ବର୍ଷ ହେଲା ମହାମାରି କରୋନା ତାର ସ୍ଥିତି ଜାରି ରଖିଥିବା ବେଳେ ବିପଦ ଏଯାଏ ଟଳିନି। ହେଲେ ଏହାରି ମଧ୍ୟରେ ଗତ କିଛି ମାସ ହେବ ମଙ୍କିପକ୍ସ ନାମକ ଆଉ ଏକ ରୋଗ ଆତଙ୍କ ସୃଷ୍ଟି କରିଛି।   ମଙ୍କିପକ୍ସ ମାମଲା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇଥିବାରୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହାକୁ ଗମ୍ଭୀରତାର ସହ ନେଇଛି। ଶନିବାରଦିନ ବିଶ୍ୱ ସ୍ୱାସ୍ଥ୍ୟ […]

Monkey-pox

Monkey-pox

Tapas Behera
  • Published: Saturday, 23 July 2022
  • Updated: 23 July 2022, 09:42 PM IST

Sports

Latest News

ନୂଆଦିଲ୍ଲୀ : କୋଭିଡ୍‌ ମହାମାରୀ ପରେ ବିଶ୍ୱ ପାଇଁ ବିପଦ ସାଜିଛି ମଙ୍କିପକ୍ସ। ଗତ ୩ ବର୍ଷ ହେଲା ମହାମାରି କରୋନା ତାର ସ୍ଥିତି ଜାରି ରଖିଥିବା ବେଳେ ବିପଦ ଏଯାଏ ଟଳିନି। ହେଲେ ଏହାରି ମଧ୍ୟରେ ଗତ କିଛି ମାସ ହେବ ମଙ୍କିପକ୍ସ ନାମକ ଆଉ ଏକ ରୋଗ ଆତଙ୍କ ସୃଷ୍ଟି କରିଛି।   ମଙ୍କିପକ୍ସ ମାମଲା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇଥିବାରୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହାକୁ ଗମ୍ଭୀରତାର ସହ ନେଇଛି।

ଶନିବାରଦିନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ଏହାକୁ ବିଶ୍ୱ ସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ବୋଲି ଘୋଷଣା କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ ଆଧାନମ ଘେବ୍ରୟସ କହିଛନ୍ତି ମଙ୍କିପକ୍ସ ସଂକ୍ରମଣ ବିଶ୍ୱରେ ଚିନ୍ତାଜନକ ଭାବେ ବୃଦ୍ଧି ପାଉଛି।  ଯାହା ଏକ ଜନସ୍ୱାସ୍ଥ୍ୟ  ବିପଦ ସୃଷ୍ଟି କରିଛି । ସେ କହିଛନ୍ତି, ପ୍ରାୟ ମାସକ ତଳେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅନ୍ତର୍ଜାତୀୟ ସ୍ୱାସ୍ଥ୍ୟ ନିୟମ ସଂପର୍କିତ ଜରୁରୀକାଳୀନ କମିଟି ମଙ୍କିପକ୍ସ ସଂକ୍ରମଣ ସଂପର୍କରେ ସମୀକ୍ଷା କରିଥିଲା । ମାସକ ପରେ ଏବେ ବିଶ୍ୱରେ ମଙ୍କିପକ୍ସ ୭୫ଟି ଦେଶକୁ ବ୍ୟାପିଯାଇଛି ।

ମୋଟ ୧୬ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି ଓ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଏଣୁ ଏହାକୁ ନେଇ ଚିନ୍ତା ବଢିଯାଇଛି । ସାରା ବିଶ୍ୱରେ ମଙ୍କିପକ୍ସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ଭାଇରସ କେବଳ ବୟସ୍କ ନୁହେଁ ବରଂ ଛୋଟ ଶିଶୁ ବି ଆସିଛନ୍ତି । ଏବେସୁଦ୍ଧା ୬୦ରୁ ଅଧିକ ଦେଶରେ ଏହି ଭାଇରସ ଆତଙ୍କ ଖେଳାଇ ସାରିଛି । ଆଫ୍ରିକାରେ ୫ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ମଙ୍କିପକ୍ସରେ ଏବେ ଶିଶୁ ସଂକ୍ରମିତ ହେଉଛନ୍ତି । ଆମେରିକାରେ ଏବେସୁଦ୍ଧା ୨୫୯୩ ମାମଲା ସାମ୍ନାକୁ ଆସିଛି । ଏହାମଧ୍ୟରୁ ଅଧିକାଂଶ ପୁରୁଷ ରହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story