ଜି-୨୦ ଶିଖର ସମ୍ମିଳନୀ ପାଇଁ ଆଜି ବାଲି ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ: ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଗ୍ରୁପ୍ ଅଫ୍ 20 (ଜି -୨୦) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମ୍ମିଳନୀ ନଭେମ୍ବର ୧୫ ଓ ୧୬ ଦୁଇ ଦିନ ଧରି ଚାଲିବ। ଏହି ପରିପ୍ରେକ୍ଷୀରେ ମୋଦି ଆଜି ବାଲି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପରେ ମୋଟ୍ ୨୦ଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ ବୋଲି ଜଣାପଡ଼ିଛି । ତାହା ସହ ୟୁଏସ, ଫ୍ରାନ୍ସ, ୟୁକେ ଓ ଜର୍ମାନୀ ଭଳି […]

Modi

Modi

Tapas Behera
  • Published: Monday, 14 November 2022
  • Updated: 14 November 2022, 12:19 PM IST

Sports

Latest News

ନୂଆଦିଲ୍ଲୀ: ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଗ୍ରୁପ୍ ଅଫ୍ 20 (ଜି -୨୦) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମ୍ମିଳନୀ ନଭେମ୍ବର ୧୫ ଓ ୧୬ ଦୁଇ ଦିନ ଧରି ଚାଲିବ। ଏହି ପରିପ୍ରେକ୍ଷୀରେ ମୋଦି ଆଜି ବାଲି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପରେ ମୋଟ୍ ୨୦ଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ ବୋଲି ଜଣାପଡ଼ିଛି । ତାହା ସହ ୟୁଏସ, ଫ୍ରାନ୍ସ, ୟୁକେ ଓ ଜର୍ମାନୀ ଭଳି ରାଷ୍ଟ୍ର ନେତାଙ୍କ ସହ ମୋଦୀ ବୈଠକ କରିବେ । ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ।

ଆସନ୍ତା ବର୍ଷ ଭାରତ ପକ୍ଷରୁ ଜି-୨୦ ସମ୍ମିଳନୀ ଆୟୋଜନ କରାଯିବ । ଏହାକୁ ନେଇ ଭାରତର ବୈଦେଶିକ ସଚିବ ପ୍ରତିକ୍ରିୟା ରଖିଛନ୍ତି । ତାଙ୍କ ସୂଚନା ଅନୁଯାୟୀ, ଏହି ସମ୍ମିଳନୀ ତିନିଟି ଅଧିବେଶନରେ ଅନୁଷ୍ଠିତ ହେବ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ଏହି ତିନୋଟି ଅଧିବେଶନରେ ଅନ୍ୟ ବିଶ୍ୱ ନେତାଙ୍କ ସହ ଅଂଶଗ୍ରହଣ କରିବେ ।

ବାଲି ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅନ୍ୟ ଜି -୨୦ ନେତାମାନେ ବିଶ୍ୱ ଅର୍ଥନୀତି, ଶକ୍ତି, ପରିବେଶ, କୃଷି, ସ୍ୱାସ୍ଥ୍ୟ ଏବଂ ଡିଜିଟାଲ ପରିବର୍ତ୍ତନ ସମେତ ବିଭିନ୍ନ ପ୍ରସଙ୍ଗରେ ବିଚାର କରିବେ। ଶିଖର ସମ୍ମିଳନୀରେ ତିନୋଟି କାର‌୍ୟ୍ୟ ଅଧିବେଶନ ହେବ ବୋଲି ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିବେ ବୋଲି କ୍ୱାଟ୍ରା କହିଛନ୍ତି।

୪୫ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ୨୦ଟି ପ୍ରମୁଖ ଅଧିବେଶନ ଓ କେତେକ ଦ୍ୱିପାକ୍ଷିକ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଅନ୍ୟ ବିଶ୍ୱନେତାଙ୍କ ସହିତ ଆଲୋଚନା ସମେତ ପ୍ରଧାନମନ୍ତ୍ରୀ ଇଣ୍ଡୋନେସିଆରେ ଭାରତୀୟ ସମୁଦାୟର ଏକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ବିଦେଶ ସଚିବ ବିନୟ କ୍ୱାତ୍ରା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ‘ଖାଦ୍ୟ ଏବଂ ଶକ୍ତି ସୁରକ୍ଷା’, ‘ଡିଜିଟାଲ ପରିବର୍ତ୍ତନ ଏବଂ ସ୍ୱାସ୍ଥ୍ୟ’ ଅଧିବେଶନରେ ଉଦ୍‌ବୋଧନ ଦେବେ। ଏହା ସହିତ ପ୍ରଧାନମନ୍ତ୍ରୀ ବିଶ୍ୱ ଅର୍ଥନୀତିର ସ୍ଥିତି, ଶକ୍ତି, ପରିବେଶ, କୃଷି, ସ୍ୱାସ୍ଥ୍ୟ ଏବଂ ଡିଜିଟାଲ କାରବାର ଆଦି ପ୍ରସଙ୍ଗରେ ଆଲୋଚନା କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story