ୟୁପିରେ ଆରମ୍ଭ ହେଲା ଯୋଗୀଙ୍କ ରେକର୍ଡ ସେକେଣ୍ଡ ଇନିଂସ

ଲକ୍ଷ୍ନୌ: ଦୀର୍ଘ ୩୭ ବର୍ଷର ରେକର୍ଡ ଭାଙ୍ଗି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି ଯୋଗୀ ଆଦିତ୍ୟନାଥ। ଆଜି ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଅନୁଷ୍ଠିତ ଭବ୍ୟ କାର୍ଯ୍ୟକ୍ରମରେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଜ୍ୟପାଳ ଆନନ୍ଦୀ ବେନ ପଟେଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଯୋଗୀଙ୍କ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ […]

yogi

yogi

Hemant Lenka
  • Published: Friday, 25 March 2022
  • Updated: 25 March 2022, 06:15 PM IST

Sports

Latest News

ଲକ୍ଷ୍ନୌ: ଦୀର୍ଘ ୩୭ ବର୍ଷର ରେକର୍ଡ ଭାଙ୍ଗି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି ଯୋଗୀ ଆଦିତ୍ୟନାଥ। ଆଜି ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଅନୁଷ୍ଠିତ ଭବ୍ୟ କାର୍ଯ୍ୟକ୍ରମରେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ତାଙ୍କୁ ରାଜ୍ୟପାଳ ଆନନ୍ଦୀ ବେନ ପଟେଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଯୋଗୀଙ୍କ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଅନେକ ବଲିଉଡ ଷ୍ଟାର ଓ ବିଜେପିର ହଜାର ହଜାର କର୍ମୀ ଉପସ୍ଥିତ ରହିଥିଲେ

ପୂର୍ବଭଳି ଏଥିର ମଧ୍ୟ ଯୋଗୀଙ୍କ ଶାସନରେ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ। ବିଧାନସଭା ନିର୍ବାଚନ ହାରିଥିବା କେଶବ ମୌର୍ଯ୍ୟ ଆଜି ଯୋଗୀଙ୍କ ଡେପୁଟି ଭାବେ ଶପଥ ନେଇଛନ୍ତି। ପୂର୍ବରୁ ମଧ୍ୟ ସେ ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ତେବେ ଯୋଗୀଙ୍କ ପ୍ରଥମ ଶାସନ କାଳରେ ଉପ ମୁଖ୍ୟମନ୍ତ୍ରୀ ଥିବା ଦୀନେଶ ଶର୍ମା ବାଦ ପଡ଼ିଛନ୍ତି। ତାଙ୍କ ବଦଳରେ ଯୋଗୀ ୨.୦ ସରକାରରେ ଦ୍ୱିତୀୟ ଉପ ମୁଖ୍ୟମନ୍ତ୍ରୀ ଭାବେ ବ୍ରିଜେଶ ପାଠକଙ୍କୁ ଦେଖିବାକୁ ମିଳିବ।

ଆଜି ସେ ମଧ୍ୟ କେଶବ ମୌର୍ଯ୍ୟଙ୍କ ଭଳି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଯୋଗୀଙ୍କ ବ୍ୟତୀତ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଥିବା ଆଉ ୫୨ ଜଣ ମଧ୍ୟ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ଜଣ କ୍ୟାବିନେଟ ମନ୍ତ୍ରୀ ରହିଛନ୍ତି। ସେହିପରି ଯୋଗୀଙ୍କ ନୂଆ ଟିମ୍‌ରେ ୫ ଜଣ ମହିଳା ରହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକସଭା ନିର୍ବାଚନ ମଣ୍ଡଳୀ ବାରାଣସୀରୁ ୩ ଜଣ ବିଧାୟକ ଯୋଗୀଙ୍କ କ୍ୟାବିନେଟରେ ସ୍ଥାନ ପାଇଛନ୍ତି। ମୋଦିଙ୍କ ଘନିଷ୍ଠ ଏକେ ଶର୍ମା ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହବାଦ ବିଜେପିର ୟୁପି ମୁଖ୍ୟ ସ୍ୱତନ୍ତ୍ର ଦେବ ମଧ୍ୟ ଯୋଗୀଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି।

ଯୋଗୀ ୩୭ ବର୍ଷ ମଧ୍ୟରେ ପ୍ରଥମ ରାଜନେତା ଯିଏ ୫ ବର୍ଷ ଶାସନ କାଳ ପୂରଣ କରିବା ପରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିଛନ୍ତି। ଏଥିସହ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ତାଙ୍କ ନାଁରେ ଆଉ ଏକ ରେକର୍ଡ ଯୋଡ଼ି ହୋଇଯାଇଛି। ୧୫ ବର୍ଷ ମଧ୍ୟରେ ସେ ପ୍ରଥମ ବିଧାୟକ ଭାବେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିଛନ୍ତି।

୨୦୧୭ରେ ଯୋଗୀ ଯେତେବେଳେ ମୁଖ୍ୟମନ୍ତ୍ରୀ ହୋଇଥିଲେ ସେତେବେଳେ ସେ ଲୋକସଭା ସଦସ୍ୟ ଥିଲେ। ଏହାପରେ ସେ ଉତ୍ତର ପ୍ରଦେଶ ବିଧାନ ପରିଷଦକୁ ନିର୍ବାଚିତ ହୋଇ ମୁଖ୍ୟମନ୍ତ୍ରୀ ପଦ ବଜାୟୀ ରଖିଥିଲେ। ଅର୍ଥାତ ସେ ବିଧାନସଭାକୁ ସିଧାସଳଖ ନିର୍ବାଚିତ ହୋଇ ନଥିଲେ। ଏଥର କିନ୍ତୁ ଯୋଗୀ ଗୋରଖପୁର ଆସନରୁ ଜିତିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story